Posted inଜାତୀୟ

୪ ସନ୍ତାନଙ୍କ ମା’ଙ୍କୁ ଭେଟିବାକୁ ଆସିଲେ ପ୍ରେମିକ: ବେଡ୍‌ରୁମ୍‌ରେ ଧରାପଡ଼ି ଖାଇଲେ ନିସ୍ତୁକ ମାଡ଼…

ପାଟନା, ୩୦।୮: ପ୍ରେମିକ ପ୍ରେମିକାଙ୍କୁ ଭେଟିବାକୁ ତାଙ୍କ ଶ୍ୱଶୁର ଘରକୁ ଆସି ହଟହଟା ହୋଇଛନ୍ତି। ପ୍ରେମିକା ୪ ସନ୍ତାନଙ୍କ ମା’। ଶ୍ୱଶୁର ଘର ଲୋକେ ପ୍ରେମିକଙ୍କୁ ବେଡ୍‌ରୁମ୍‌ରୁ ଘୋଷାଡ଼ି ଘୋଷାଡ଼ି ରାସ୍ତା ତଳେ ପକାଇ ବିଧା ଗୋଇଠା ସହିତ ନିସ୍ତୁକ ମାଡ଼ ମାରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରିଛି। ବିହାରର ଗୋପାଳଗଞ୍ଜ୍‌ର ମୁର୍ଗିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ଗୋଡ଼ରେ ଦଉଡ଼ି ବାନ୍ଧି ୨ କିମି ପର୍ଯ୍ୟନ୍ତ ଘୋଷାଡ଼ି ନିଆ ଯାଇଥିବା ପୋଲିସ କହିଛି। ଆଇନକୁ ହାତକୁ ନେଇଥିବା ଅଭିଯୋଗରେ ଶ୍ୱଶୁର ଘର ସଦସ୍ୟଙ୍କୁ ପୋଲିସ ପକ୍ଷରୁ ଥାନାରେ ପଚରା ଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀନା ବୋରା ଜୀବିତ ଦାବି କଲେ ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୧୬।୧୨: ବହୁ ଚର୍ଚ୍ଚିତ ଶୀନା ବୋରା ମର୍ଡର ମିଷ୍ଟ୍ରିରେ ଏକ ରୋମାଞ୍ଚକର ମୋଡ଼ ଆସିଛି। ୨୦୧୨ ଏହି ଘଟଣାରେ ଚାଞ୍ଚଲ୍ୟକର କଥା କହିଛନ୍ତି ମୁଖ୍ୟ ଅଭିଯୁକ୍ତ...

ପୁଣି ତାତିଲେ କୃଷକ

ନୂଆଦିଲ୍ଲୀ,୯।୭: କୃଷି ଆଇନ୍‌କୁ ବିରୋଧ କରି ଆନ୍ଦୋଳନରେ ବସିଥିବା କୃଷକମାନେ ପୁଣି ସରକାରଙ୍କ ବିରୋଧରେ ବର୍ଷିଛନ୍ତି। କୃଷକ ନେତା ରାକେଶ ଟିକାଏଟ ସରକାରଙ୍କୁ ତିନୋଟି କୃଷି...

ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ: ସଞ୍ଜୟ ରାଉତ

ମୁମ୍ବାଇ,୧୩।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ। ଏନେଇ ଆଲୋଚନା ଜାରି ରହିଛି ବୋଲି ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ହସ୍ପିଟାଲରୁ ବାହାରିବା ପରେ...

ଆମର ପ୍ରିୟ ରାହୁଲ ଗାନ୍ଧୀ: ମମତା…

ବେଙ୍ଗାଲୁରୁ,୧୮।୭ : ବିରୋଧୀ ଦଳର ଦ୍ୱିତୀୟ ବଡ଼ ବୈଠକ ଶେଷ ହୋଇଛି। ଦୁଇ ଦିନ ଧରି ଆଲୋଚନା ପରେ ବିରୋଧୀ ଦଳର ବଡ ନେତାମାନେ ବୈଠକରେ...

କୋଭୋଭାକ୍ସ ବୁଷ୍ଟର ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ, ୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ବିକଶିତ କୋଭୋଭାକ୍ସ ଟିକାର ବୁଷ୍ଟର ଡୋଜ୍‌କୁ ଅନୁମତି ପ୍ରଦାନ କରିଛନ୍ତି। କୋଭୋଭାକ୍ସ...

ୟୁପିଏସ୍‌ସି ପରାକ୍ଷାଫଳ ପ୍ରକାଶ, ଈଶିତା କିଶୋର ଟପ୍ପର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି)ପକ୍ଷରୁ ୨୦୨୨ ସିଭିଲ ସର୍ଭିସ ପରାକ୍ଷାଫଳ ଘୋଷଣା କରାଯାଇଛି। ପରୀକ୍ଷାରେ ପୁଣି ଥରେ ପୁଅଙ୍କଠାରୁ ଝିଅ ଆଗରେ ରହିଛନ୍ତି। ତେବେ ପରୀକ୍ଷା...

ଚତୁର୍ଥ ଦିନରେ ବି ଇଡି ଘେରରେ ରାହୁଲ, ବାଚସ୍ପତିଙ୍କୁ ଭେଟିଲେ କଂଗ୍ରେସ ନେତା, ସାରା ଦେଶର ରାଜଭବନରେ ଘେରାଉ

ନୂଆଦିଲ୍ଲୀ,୧୬ ।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଚତୁର୍ଥ ଦିନରେ ବି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧଙ୍କୁ ପଚରାଉଚରା କରାଯାଉଛି । ଏହାକୁ ବିରୋଧ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତ-ରୁଷିଆର ସହଯୋଗ ଅଦ୍ଭୁତପୂର୍ବ

ନୂଆଦିଲ୍ଲୀ,୩।୨: ଭାରତୀୟ ପରିଷଦ ଅଫ ୱାଲର୍‌ଡ ଆଫେୟାର୍ସ (ଆଇସିଡବ୍ଲୁଏ) ଏବଂ ରୁଷିଆ ପରିଷଦ ମଧ୍ୟରେ ଏକ ଆଲୋଚନା ହୋଇଛି। ଏହି ଆଲୋଚନାରେ ଭାରତରେ ରୁଷିଆର ରାଷ୍ଟ୍ରଦୂତ...

Advertisement
Archives

Model This Week