ବାପା, ପ୍ରେମିକ ସହ ମିଶି ଯୁବକଙ୍କୁ ହତ୍ୟା କଲେ ପ୍ରେମିକା! ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ…  

ମାଲକାନଗିରି,୧୮ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା କତାପାଲ୍ଲୀ ପଞ୍ଚାୟତ ବଡାଗୁଡା ଗ୍ରାମ ନିକଟ କ୍ରସର ନିକଟ ଏକ ପୋଖରୀରୁ ଉଦ୍ଧାର ହୋଇଥିବା ମୃତଦେହ ଘଟଣାରେ ୩ଜଣଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବିନୋଦ କୁମାର, ଶଙ୍କର ଇଣ୍ଡିଆ, ସାଗର ସୁନାମ ଓ ମନୋଜ ଗୌଡ଼।  ସୂଚନାନୁଯାୟୀ, ବଡ଼ାଗୁଡ଼ା ଗଁା ନିକଟ ଏକ ପୋଖରୀରୁ ୧୫ ଦିନ ତଳେ ଏକ ମୃତଦେହ ଜବତ ହୋଇଥିଲା। ଏହା ରେଙ୍ଗାବେଡା ଗ୍ରାମର ବିଜୟ ନାୟକଙ୍କ ପୁଅ ବିଷ୍ଣଙ୍କର ବୋଲି ଚିହ୍ନଟ ହୋଇଥିଲା। ଏ ନେଇ ବିଷ୍ଣୁଙ୍କ ପରିବାର ଲୋକେ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏଥିରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବା ମାଥିଲି ଥାନାଧିକାରୀ ଦିପାଳୀ ପ୍ରଧାନ ସୂଚନା ଦେଇଛନ୍ତି। ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ହତ୍ୟା କରାଯାଇଥିବା ପୋଲିସ ସୂଚନା ଦେଇଛି। ୩ ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri