ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର କାଳିଆ ସାହୁ(୨୧)। ଏମକେସିଜି ମେଡିକାଲରେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି। ଏନେଇ ପୋଲିସ ଏକ ମାମଲା ନଂ. ୧୭୦/୨୬ରୁଜୁ କରି କାଳିଆଙ୍କୁ କୋର୍ଟ ଚାଲାଣ କରାଯାଇଛି ।

ଗତବର୍ଷ ଦଣ୍ଡଯାତ୍ରା ବେଳେ କାଳିଆ ଉକ୍ତ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ବିଭିନ୍ନ ପ୍ରତିଶ୍ରୁତି ଦେଇ ସେ ଯୁବତୀଙ୍କ ଇଚ୍ଛା ବିରୋଧରେ ବିଭିନ୍ନ ସ୍ଥାନକୁ ନେଇ ବଳାତ୍କାର କରି ଆସୁଥିଲେ। ଯୁବତୀ ଗର୍ଭବତୀ ହେବାରୁ ବିବାହ କରିବାକୁ କାଳିଆଙ୍କୁ ବାଧ୍ୟ କରିଥିଲେ। କାଳିଆ ତାଙ୍କୁ ଜାତି ଆକ୍ଷେପ କରିବା ସହ ବିବାହ କରିବେ ନାହିଁ ବୋଲି ଧମକ ଦେଇଥିଲେ। ପ୍ରତାରଣାର ଶିକାର ହୋଇଥିବା ଜାଣିବା ପରେ ପୀଡିତା ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରିବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରି କାଳିଆଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା…

ଗମ୍ଭୀର ସ୍ନାୟୁ ରୋଗ ସହିତ ସଂଘର୍ଷ କରୁଛନ୍ତି ସୋନୁ ନିଗମ, ଯନ୍ତ୍ରଣାଦାୟକ ଭିଡ଼ିଓ ସେୟାର କରି….

ଗାୟକ ସୋନୁ ନିଗମ ଦୀର୍ଘ ଦିନ ଧରି ତାଙ୍କର ସୁମଧୁର କଣ୍ଠସ୍ୱର ପାଇଁ ଲୋକଙ୍କ ପ୍ରିୟ ହୋଇଆସିଛନ୍ତି, କିନ୍ତୁ ସେ ବର୍ତ୍ତମାନ ଏକ କଷ୍ଟକର ପର୍ଯ୍ୟାୟ ଦେଇ…

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

ଚାଷୀଙ୍କ ପ୍ରଶ୍ନବାଣରେ ଘାଇଲା ମନ୍ତ୍ରୀ: ଆଜିଠାରୁ ସବୁ ମଣ୍ଡିରୁ ଉଠିବ ଧାନ

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ଚାଷୀଙ୍କ ପ୍ରଶ୍ନବାଣର ସମ୍ମୁଖୀନ ହେବାକୁ ପଡିଛି। ଜିଲାରେ…

ଧାନବିକ୍ରି ଟୋକନ ନ ମିଳିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ମାତ୍ର ଏପର୍ଯ୍ୟନ୍ତ ଟୋକନ ସମସ୍ୟା ଯୋଗୁ ଚାଷୀମାନେ ଗତ ରବିରେ ଅମଳ କରିଥିବା ଧାନ…

ନାବାଳିକା ଝାଡ଼ୁବିକାଳିଙ୍କୁ ଗଣବଳାତ୍କାର: ରାତିରେ ଉଠିଥିବା ବେଳେ…

କେନ୍ଦ୍ରାପଡ଼ା, ୧୭।୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଜଜାଙ୍ଗଠାରେ ଜଣେ ନାବାଳିକା ଝାଡୁ ବିକାଳି ଗଣବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି।…

ଟୋଲ୍ ଟ୍ୟାକ୍ସ ଉପରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି! ଏମାନଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ

ନୂଆଦିଲ୍ଲୀ,୧୭।୬: ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଲମ୍ବା ଧାଡ଼ି ଏବଂ ବାରମ୍ବାର ଟୋଲ୍ ଦେୟ ଦେବାର ଅସୁବିଧାରୁ ମୁକ୍ତି ପାଇବାକୁ ଯାଉଛି । କେନ୍ଦ୍ର ସରକାର ଉନ୍ନତ ପ୍ରଯୁକ୍ତିବିଦ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri