Posted inଫୁରସତ

ଏହି କାରଣ ପାଇଁ ଗର୍ଲଫ୍ରେଣ୍ଡଙ୍କୁ ଛାଡ଼ିଦେଇଥିଲେ ବୟଫ୍ରେଣ୍ଡ, ପରେ ଘଟିଲା ଏମିତି

ସାଧାରଣତଃ କୌଣସି କଥାକୁ ନେଇ ଗର୍ଲଫ୍ରେଣ୍ଡ-ବୟଫ୍ରେଣ୍ଡଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। କିଛି କାରଣ ପାଇଁ ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ବି ହୋଇଥାଏ। ମାତ୍ର ଜଣେ ବୟଫ୍ରେଣ୍ଡ ଗର୍ଲଫ୍ରେଣ୍ଡଙ୍କ ଓଜନ ବୃଦ୍ଧି ଯୋଗୁ ତାଙ୍କୁ ଛାଡ଼ିଦେବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ।

ଆଜିକାଲି ସୋସିଆଲ ମିଡିଆରେ ଜୋସି ନାମକ ଜଣେ ଯୁବତୀ ଚର୍ଚ୍ଚାରେ ରହିଛନ୍ତି। ଜୋସିଙ୍କ ଓଜନ ପୂର୍ବରୁ ୧୩୭ କେଜି ଅର୍ଥାତ୍‌ ୧ କ୍ୱିଣ୍ଟାଲ ୩୭ କିଲୋଗ୍ରାମ ଥିଲା। ତେଣୁ ତାଙ୍କ ବୟଫ୍ରେଣ୍ଡ ସବୁବେଳେ ତାଙ୍କୁ ପରିହାସ କରିବା ସହ ହୀନ ଦୃଷ୍ଟିରେ ଦେଖିଥାନ୍ତି। ଏହି କାରଣରୁ ତାଙ୍କର ବ୍ରେକ୍‌ଅପ୍‌ ହୋଇଗଲା। ଏହା ପରେ ଜୋସି ଓ୍ବର୍କଆଉଟ୍‌ ଆରମ୍ଭ କରିଦେଲେ। ଡାଏଟ କଣ୍ଟ୍ରୋଲ ଏବଂ ନିଜର ଓଜନ କମାଇ ଦେଲେ। ଏପରିକି ସେ ବ୍ୟକ୍ତିଗତ ଟ୍ରେନର ମଧ୍ୟ ରଖିଥିଲେ। ପରେ ତାଙ୍କ ଓଜନ ୬୩ କିଲୋଗ୍ରାମ କମିଥିଲା। ଫଳରେ ସେ ବହୁତ ସୁନ୍ଦର ଦେଖାଗଲେ। ପରେ ତାଙ୍କ ବୟଫ୍ରେଣ୍ଡ ପୁଣି ତାଙ୍କୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri