Posted inଖେଳ

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ କେକେଆର ମଧ୍ୟରେ ହାଇ-ଭୋଲଟେଜ ମ୍ୟାଚ ସମୟରେ ଷ୍ଟାଣ୍ଡରେ ଏକ ଅନନ୍ୟ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ଏହି ମ୍ୟାଚ୍‌ରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ। କିନ୍ତୁ ଆଣ୍ଠୁ ମାଡ଼ି ବସିବା ସମୟରେ ଅତ୍ୟଧିକ ଉତ୍ସାହରେ ସେ ନିଜର ଭାରସାମ୍ୟ ହରାଇ ବସିଥିଲେ। ସେ ପ୍ରପୋଜ କରିବା ପାଇଁ ରିଙ୍ଗ ବାହାର କରିବାବେଳେ ତାଙ୍କ ହାତରୁ ଖସି ତଳେ ପଡ଼ିଯାଇଥିଲା। ଭିଡ଼ ଭିତରେ କିଛି ମୁହୂର୍ତ୍ତ ପାଇଁ ଗଣ୍ଡଗୋଳ ସୃଷ୍ଟି ହେହାଇଥିଲା। କିନ୍ତୁ ପାଖରେ ଥିବା ଦର୍ଶକମାନେ କାର୍ଯ୍ୟରେ ରିଙ୍ଗ ଖୋଜି ଦେଇଥିଲେ। ତା’ପରେ ଯୁବକ ଜଣକ ସଫଳତାର ସହ ତାଙ୍କ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ।

 

View this post on Instagram

 

A post shared by Kolkata Knight Riders (@kkriders)

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?