ନୂଆଦିଲ୍ଲୀ: ସାଧାରଣତଃ ପୁରୁଷଙ୍କଠାରୁ ମହିଳାଙ୍କ ଉଚ୍ଚତା କମ୍ ଥିଲେ ସେମାନଙ୍କ ଯୋଡ଼ି ସୁନ୍ଦର ଲାଗେ, ହେଲେ ଏଠାରେ ଏକ ଯୋଡ଼ିଙ୍କ ଉଚ୍ଚତାରେ ଏତେ ଫରକ ରହିଛି ଯେ, ପ୍ରେମୀ ଜଣଙ୍କ ପ୍ରେମିକଙ୍କ ଆଗରେ ଛୁଆ ସଦୃଶ ଦେଖାଯାଉଛନ୍ତି। ଏବଂ ପ୍ରେମିକ ତାଙ୍କ ଆଗରେ ଏକ ଖମ୍ବ ଭଳି ଦେଖାଯାଉଛନ୍ତି। ୨୨ ବର୍ଷୀୟା କୈଟ୍ ଆକ୍ହୋନଡ୍ରୋପ୍ଲାସିଆ ନାମକ ରୋଗରେ ପୀଡ଼ିତ ଅଛନ୍ତି। ସେଥିପାଇଁ ତାଙ୍କ ଉଚ୍ଚତା ୩.୮ ଫୁଟରେ ଅଟକି ଯାଇଛି। ତେବେ କୈଟ୍ଙ୍କ ପାର୍ଟନର ୩୨ ବର୍ଷୀୟ ଗାଏଙ୍କ ଉଚ୍ଚତା ୬ ଫୁଟ୍। ଦୁହିଁଙ୍କ କଥାବାର୍ତ୍ତା ପ୍ରଥମେ ଫେସବୁକ୍ ଜରିଆରେ ହୋଇଥିଲା। ଏହାପରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ୨୦୨୨ ମେ’ରେ ଯେତେବେଳେ ସେମାନଙ୍କ ଦେଖା ହେଲା ସେତେବେଳେ ଦୁହିଁଙ୍କ ଉଚ୍ଚତା ମଧ୍ୟରେ ୨ ଫୁଟ୍ରୁ ଅଧିକ ଫରକ ଥିବା ଜଣାପଡ଼ିଥିଲା। ପୂର୍ବରୁ ଦୁହିଁଙ୍କ ପରିବାର ସେମାନଙ୍କ ସମ୍ପର୍କକୁ ଗ୍ରହଣ କରୁ ନ ଥିବାବେଳେ ଏବେ ଗ୍ରହଣ କରୁଥିବା ପ୍ରେମୀଯୁଗଳ କହିଛନ୍ତି।
ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…
ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…
ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..
ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…
ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…
ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…
ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…
ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…
ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…
୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…
୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…
Archives

