ଏହି ନାମଧାରୀ ପୁରୁଷ ବିବାହ ପରେ ହୋଇଥାନ୍ତି ସ୍ତ୍ରୀର ଗୁଲାମ

ବିବାହ ପରେ ଅଧିକାଂଶ ପୁରୁଷ ବଦଳିଯାଆନ୍ତି। ସେମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଙ୍କ ପାଇଁ ପାଗଳ ହୋଇଯାଆନ୍ତି। ସେମାନଙ୍କୁ ସ୍ତ୍ରୀଙ୍କ ଗୁଲାମ କହିଲେ ମଧ୍ୟ କିଛି ଭୁଲ ହେବ ନାହିଁ। ଜାଣିବା ସେହି ନାମଧାରୀ ପୁରୁଷଙ୍କ ବିଷୟରେ…

ଏ ନାମଧାରୀ ପୁରୁଷ: ଏହି ନାମଧାରୀ ପୁରୁଷ ସ୍ତ୍ରୀର ସେବାକୁ ନିଜର ପ୍ରଥମ ଧର୍ମ ବୋଲି ଭାବିଥାନ୍ତି। ଏମାନେ ନିଜ ସ୍ତ୍ରୀକୁ କୌଣସି ପ୍ରକାରର ଦୁଃଖ ଦେଇ ନ ଥାନ୍ତି। ଗୋଟିଏ ଅର୍ଥରେ କହିବାକୁ ଗଲେ ଏମାନେ ସ୍ତ୍ରୀର ବଡ ଗୁଲାମ।

କେ ନାମଧାରୀ ପୁରୁଷ: ଏହି ପୁରୁଷମାନେ ବହୁତ କଠୋର। ବିବାହ ପୂର୍ବରୁ ଏମାନେ ବହୁତ ଭାଇ ଦେଖାଇଥାନ୍ତି। ମାତ୍ର ବିବାହ ପରେ ଏମାନେ ସ୍ତ୍ରୀର ହାତମୁଠାରେ ରହିଥାନ୍ତି। ଏହି ପୁରୁଷମାନେ ସ୍ତ୍ରୀ ପାଇଁ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି।

ଆର୍‌ ନାମଧାରୀ ପୁରୁଷ: ଏମାନେ ନିଜ ସ୍ତ୍ରୀକୁ କୌଣସି ପ୍ରକାରର ଅସୁବିଧାରେ ପକାଇବାକୁ ଚାହାନ୍ତି ନାହିଁ। ବିବାହ ପରେ ଏମାନେ ଘରର ସମସ୍ତ କାମ ମଧ୍ୟ କରିଥାନ୍ତି। ଏଥିପାଇଁ ସେମାନେ ଆଦୌ ହେଲେ ସଙ୍କୋଚ କରି ନ ଥାନ୍ତି।

ପି ନାମଧାରୀ ପୁରୁଷ:ଏହି ପୁରୁଷମାନେ ବହୁତ ଭାବିଚିନ୍ତି ସମ୍ପର୍କ ତିଆରି କରିଥାନ୍ତି। ଏମାନେ ସ୍ତ୍ରୀର କୌଣସି କଥାରେ ବି ରାଗି ନ ଥାନ୍ତି। ଏମାନଙ୍କୁ ସ୍ତ୍ରୀର ଗୁଲାମ କହିବା ବି କମ୍‌ ହେବ। ଏମାନେ ସ୍ତ୍ରୀ ପାଇଁ ପାଗଳ ପ୍ରାୟ ହୋଇ ପଡ଼ନ୍ତି। ସ୍ତ୍ରୀ ସହ ସବୁ ସ୍ଥାନକୁ ଯିବାକୁ ପସନ୍ଦ ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri