ପ୍ରକାଶ ପାଇଲା ବିପିୟୁଟି ପରୀକ୍ଷାଫଳ: ପାସ୍‌ ହାର ୯୩%

ଭୁବନେଶ୍ୱର,୧୩।୮(ବ୍ୟୁରୋ): ପ୍ରକାଶ ପାଇଛି ବିପିୟୁଟିର ବିଟେକ୍‌ ଏବଂ ଏମ୍‌ଏସ୍‌ସି ପରୀକ୍ଷାଫଳ। ଫାଇନାଲ ସେମିଷ୍ଟାରରେ ୯୩% ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ତେବେ ମୋଟ ୧୧ ହଜାର ୭ଶହ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ହଜାରରୁ ଅଧିକ ପିଲା ପାସ୍‌ କରିଥିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri