ଭୁବନେଶ୍ୱର,୧୩।୮(ବ୍ୟୁରୋ): ପ୍ରକାଶ ପାଇଛି ବିପିୟୁଟିର ବିଟେକ୍ ଏବଂ ଏମ୍ଏସ୍ସି ପରୀକ୍ଷାଫଳ। ଫାଇନାଲ ସେମିଷ୍ଟାରରେ ୯୩% ଛାତ୍ରୀଛାତ୍ର ପାସ୍ ହୋଇଛନ୍ତି। ତେବେ ମୋଟ ୧୧ ହଜାର ୭ଶହ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ହଜାରରୁ ଅଧିକ ପିଲା ପାସ୍ କରିଥିବା ନେଇ ସୂଚନା ମିଳିଛି।
ଭୁବନେଶ୍ୱର,୧୩।୮(ବ୍ୟୁରୋ): ପ୍ରକାଶ ପାଇଛି ବିପିୟୁଟିର ବିଟେକ୍ ଏବଂ ଏମ୍ଏସ୍ସି ପରୀକ୍ଷାଫଳ। ଫାଇନାଲ ସେମିଷ୍ଟାରରେ ୯୩% ଛାତ୍ରୀଛାତ୍ର ପାସ୍ ହୋଇଛନ୍ତି। ତେବେ ମୋଟ ୧୧ ହଜାର ୭ଶହ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ହଜାରରୁ ଅଧିକ ପିଲା ପାସ୍ କରିଥିବା ନେଇ ସୂଚନା ମିଳିଛି।
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…
ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…
ଭୁବନେଶ୍ୱର,୨୫।୮(ପ୍ରସନଜିତ୍ ସାହୁ): ଇନ୍ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…
ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…
ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…
ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…
ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…