Posted inଖେଳ

ପ୍ରାକ୍ତନ ଅଷ୍ଟ୍ରେଲିଆନ ଖେଳାଳିଙ୍କ ୨୦୨୧ ଶ୍ରେଷ୍ଠ ଆଇପିଏଲ୍‌ ଦଳରେ ନାହାନ୍ତି କୋହଲି, ରୋହିତ

ନୂଆଦିଲ୍ଲୀ,୧୩।୫: ପୂର୍ବତନ ଅଷ୍ଟ୍ରେଲିଆନ କ୍ରିକେଟର ବ୍ରାଡ ହଗ ନିଜ ୟୁୁଟ୍ୟୁବ ଚ୍ୟାନେଲରେ ଗୁରୁବାର ଚଳିତ ବର୍ଷର ଶ୍ରେଷ୍ଠ ଆଇପିଏଲ ଏକାଦଶ ଘୋଷଣା କରିଛନ୍ତି। ସବୁଠୁ ବଡ଼ କଥା ହେଲା ହଗ୍‌ଙ୍କ ଏହି ଦଳରେ ସ୍ଥାନ ପାଇ ନାହାନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା କିମ୍ବା ଆରସିବି କ୍ୟାପଟେନ ବିରାଟ କୋହଲି।

ତେବେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତଙ୍କୁ ଦେଇଛନ୍ତି ନେତୃତ୍ୱ ଦାୟିତ୍ୱ। ଓପନିଂ ଲାଗି ବାଛିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସର ଶିଖର ଧାଓ୍ବନ ଓ ପୃଥ୍ବୀ ଶ’ଙ୍କ ଯୋଡ଼ିକୁ। ସଞ୍ଜୁ ସାମସନ (ରାଜସ୍ଥାନର ରୟାଲ୍ସ), ଏବି ଡି’ଭିଲର୍ସ (ଆରସିବି), ରବୀନ୍ଦ୍ର ଜାଡେଜା ଓ ସାମ କୁରାନ (ସିଏସ୍‌କେ), ରଶିଦ ଖାଁ (ସନରାଇଜର୍ସ ହାଇଦ୍ରାବାଦ), ରାହୁଲ ଚହଲ ଓ ଯଶପ୍ରୀତ ବୁମରା (ମୁମ୍ବାଇ ଇଣ୍ଡିଆନ୍ସ) ଓ ଅଭେଶ ଖାଁ (ଡିସି) ପାଇଛନ୍ତି ହଗ୍‌ଙ୍କ ଦଳରେ ସ୍ଥାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରଣଜୀ ଟ୍ରଫି: ଓଡ଼ିଶା ବୋଲର ନିରାଶ

ଭୁବନେଶ୍ୱର, ୫।୧ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବୋଲରଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଫଳରେ ନାଗାଲାଣ୍ଡ...

ସଚିନଙ୍କ ୮ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରାହୁଲ

ଦୁବାଇ, ୨୪।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଅନୁଷ୍ଠିତ ଚଳିତ ଆଇପିଏଲ୍‌-୧୩ର ୬ଷ୍ଠ ମୁକାବିଲାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ ଏକ କୀର୍ତ୍ତିମାନ...

ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର

ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ...

ରଣଜୀ ଟ୍ରଫି: ଛତିଶଗଡ଼ ୧୩୪ରେ ଅଲଆଉଟ : ରାଜେଶଙ୍କୁ ୬ ଉଇକେଟ ସଫଳତା

କଟକ ଅଫିସ,୧୦ା୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଠାରୁ ଓଡ଼ିଶା-ଛତିଶଗଡ଼ ପ୍ରଥମ ରଣଜୀଟ୍ରଫି କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଛ।...

ପଞ୍ଜାବ ଦଳରେ ସ୍ଥାନ ନ ମିଳିବାରୁ ଚଣ୍ଡିଗଡ଼ ପାଇଁ ଖେଳିବେ ବରିନ୍ଦର ସରନ

ଚଣ୍ଡିଗଡ଼,୨୦।୯: ଭାରତ ପକ୍ଷରୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିସାରିଥିବା ବରିନ୍ଦର ସରନଙ୍କୁ ଆସନ୍ତା ବିଜୟ ହଜାରେ ଟ୍ରଫି ପାଇଁ ଘୋଷିତ ପଞ୍ଜାବ ଦଳରେ ସ୍ଥାନ ମିଳି...

ଫିକା ପଡିବ ଅଲିମ୍ପିକ୍‌ ମଶାଲ ରିଲେ: ଉତ୍ସବରେ ରହିବେନି ମଶାଲ, ବାହକ, ଜନସାଧାରଣ

ଟୋକିଓ,୨୪।୩(ଏପି): କୋଭିଡ-୧୯ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ ମଧ୍ୟ ଏଥିରେ ପ୍ରଭାବିତ ହେବାକୁ ଯାଉଛି। ଗୁରୁବାରଠାରୁ ଆରମ୍ଭ...

ଏହି କ୍ରିକେଟର୍‌ଙ୍କ ବଦଳିଗଲା ଭାଗ୍ୟ, ବେତନ ୪୦୦୦ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧।୧୨: ଆଇପିଏଲ୍‌ ୨୦୨୨ ପାଇଁ ରିଟେସନ୍‌ ତାଲିକା ବାହାରିଛି। ପଞ୍ଜାବ ବ୍ୟତୀତ ପ୍ରାୟ ସମସ୍ତ ଫ୍ରାଞ୍ଚାଇଜ ସେମାନଙ୍କର ମୂଳ ଖେଳାଳିଙ୍କୁ ବଜାୟ ରଖିଛନ୍ତି। ଅନେକ ଦଳ...

ଇଣ୍ଡିଆନ ଗ୍ରାଁ ପ୍ରି ୫: ଦୂତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୮(କ୍ରୀଡ଼ା ପ୍ରତିନିଧି)- ପଞ୍ଜାବର ପଟିଆଲାସ୍ଥିତ ଏନଏସଏନଆଇଏସଠାରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍‌ ମିଟ୍‌ର ୫ମ ଚରଣରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ...

Advertisement
Archives

Model This Week