ଲଗାଣ ବର୍ଷାରେ ଫୁଲିଲା ବ୍ରାହ୍ମଣୀ

ରାଉରକେଲା,୬।୭(ସଙ୍ଗୀତା ଜେନା): ଲଘୁଚାପ ପ୍ରଭାବରେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଝାଡଖଣ୍ଡରେ ଥିବା ଡ୍ୟାମ୍‌ଗୁଡ଼ିକରୁ ବନ୍ୟାଜଳ ନିଷ୍କାସନ କରାଯାଉଛି। ଏନେଇ କୋଏଲ, ବ୍ରାହ୍ମଣୀ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି।

ଏଥିଯୋଗୁ ନଦୀକୂଳ ତଳି ଅଞ୍ଚଳରେ କିଛିକାଂଶରେ ଘର ଓ ଜମି ଜଳମଗ୍ନ ହୋଇଯାଇଛି। ଏପରିକି ମନ୍ଦିରା ଡ୍ୟାମ୍‌ରେ ବନ୍ୟାଜଳ ପ୍ରବେଶ କରିଛି। ଡ୍ୟାମ୍‌ର ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ୟାଜଳ ନିଷ୍କାସନ ପାଇଁ ଗେଟ୍‌ ଖୋଲାଯାଇଛି। ବ୍ରାହ୍ମଣୀ ନଦୀ ଫୁଲିବା ଯୋଗୁ ବେଦବ୍ୟାସ ଶୈବପୀଠ ଘାଟରେ ଭକ୍ତଙ୍କ ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri