୮୦୦ କୋଟି ବଜେଟ୍‌ରେ ନିର୍ମିତ ହେବ ରାଜାମୌଲିଙ୍କ ଫିଲ୍ମ, ସାଇନ କଲେ ଆଲିଆ

ମୁମାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ- ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ରିଲିଜ୍‌ ହୋଇଯାଇଛି। ଯାହା ଏବେ ବକ୍ସ ଅଫିସରେ ଦମ୍‌ଦାର ପ୍ରର୍ଦଶନ କରିବା ସହ ଭଲ ଆୟ ମଧ୍ୟ କରିଛି। ରଣବୀର-ଆଲିଆ ଅଭିନୟକୁ ଦର୍ଶକ ପ୍ରଶଂସା କରିଛନ୍ତି। ଇତି ମଧ୍ୟରେ ଆଉ ଏକ ଖବର ସାମତନାକୁ ଆସିଛି ଯେ, ଆଲିଆ ଏସ୍‌ ଏସ୍‌ ରାଜାମୌଲିଙ୍କ ଏକ ପ୍ରୋଜେକ୍ଟରେ ସାଇନ କରିଛନ୍ତି। ଯେଉଁଥିରେ ସେ ମହେଶ ବାବୁଙ୍କ ବିପକ୍ଷରେ ନଜର ଆସିବେ। ବର୍ତ୍ତମାନ ଆଲିଆ ଗର୍ଭବତୀ ଅଛନ୍ତି। ତେଣୁ ଆଲିଆଙ୍କ ଡେଲିଭରି ପରେ ଏହି ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି କୁହାଯାଉଛି। ଏକ ରିପୋର୍ଟ ଅନୁଯାୟୀ, ପ୍ରାୟ ୮୦୦ କୋଟି ଟଙ୍କା ବଜେଟ୍‌ରେ ଏହି ଫିଲ୍ମଟି ନିର୍ମିତ ହେବ। ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନୁଙ୍କ ସାହାଯ୍ୟ ନ ପାଇ ହାତ କାଟିଲେ ଯୁବକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ। ବିଶେଷ କରି ବଲିଉଡ୍‌ରେ ଖଳନାୟକ ଚରିତ୍ରରେ ଦେଖାଦେଉଥିବା ଏହି ଅଭିନେତା ଏବେ ଯେମିତି ସମସ୍ତଙ୍କ...

ବାପା ଶାହିଦଙ୍କ ଅବିକଳ ନକଲ ହୋଇଛନ୍ତି ଜୈନ୍‌, ଚର୍ଚ୍ଚାରେ ଫଟୋ

ମୁମ୍ବାଇ: ପିଲାମାନେ ନିଜ ପିତାମାତାଙ୍କ ଭଳି ଲକ୍ଷଣ ଆଣିବା ସ୍ବାଭାବିକ କଥା। ହେଲେ କିଛି କିଛି ସନ୍ତାନ ଅବିକଳ ବାପା ଅଥବା ମା’ଙ୍କ ଭଳି ଦେଖାଯାଇଥାନ୍ତି।...

ବିଳାସପୂର୍ଣ୍ଣ ଫାର୍ମହାଉସର ମାଲିକାଣୀ ଭାରତୀ, ଛାଡ଼ିଲେ ମୁମ୍ବାଇ ଘର…

ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ବର୍ତ୍ତମାନ ମା’ ହେବାକୁ ଯାଉଥିବାରୁ ନେଇ ଚର୍ଚ୍ଚାରେ ଅଛନ୍ତି। ମୁମ୍ବାଇରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ସେ...

ଶାଶୁଙ୍କ ପାଇଁ ଶ୍ରୀଦେବୀଙ୍କ ନିକଟତର ହୋଇଥିଲେ ବୋନି କପୁର

ବଲିଉଡର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ନଭେମ୍ବର ୧୧, ୧୯୫୫ରେ ଉତ୍ତରପ୍ରଦେଶର ମିରୁଟରେ ଜନ୍ମଗ୍ରହଣ କରିଥିଲେ।...

ନୂଆ ସିନେମା ଧର୍ମାସୁର

ଏକ ଭିନ୍ନଧରଣର କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଧର୍ମାସୁର’। ୧୯୬୦ର ଏକ ଜାତିଭିତ୍ତିକ ଘଟଣାକୁ ନେଇ ଏହି ଫିଲ୍ମର...

ମନୀଷା କୋଇରାଲାଙ୍କୁ ଖରାପ ଅଭିନେତ୍ରୀ କହିଥିଲେ ଏହି ନିର୍ଦ୍ଦେଶକ, ଆଉ ତା’ ପରେ….

ବଲିଉଡ୍‌ ଅଭିନେତ୍ରୀ ମନୀଷା କୋଇରାଲା ୧୬ ଅଗଷ୍ଟ ୧୯୭୦ରେ ନେପାଳର କାଠମାଣ୍ଡୁରେ ଜନ୍ମଗ୍ରହଣ କରିଥିଲେ। ଆଜି ସେ ତାଙ୍କ ୫୧ ତମ ଜନ୍ମଦିନ ପାଳନ କରୁଛନ୍ତି।...

ୟେଲୋ ଶାଢିରେ ଭାଇରାଲ ହେଲା ଆଲିଆଙ୍କ ହଟ୍‌ ଡ୍ୟାନ୍ସ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଆଲିଆ ଭଟ୍ଟଙ୍କ ଏକ ନୂଆ ଅନ୍ଦାଜ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲଗିଛି। ନିଜର ଅପ୍‌ କମିଙ୍ଗ ଫିଲ୍ମ ‘ବ୍ରହ୍ମାସ୍ତ୍ର’...

ଏହି ଫିଲ୍ମ ରିଲିଜ୍‌ ପରେ ୩୦ ହଜାର ଯୁବତୀ ହ୍ରିତିକ୍‌ଙ୍କୁ ଦେଇଥିଲେ ବିବାହ ପ୍ରସ୍ତାବ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଲୋକପ୍ରିୟତା ବେଶ୍‌ ଅଧିକ। ସେ ବକ୍ସ ଅଫିସରେ ବ୍ଲକବଷ୍ଟର ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ହ୍ରିତିକଙ୍କ ଫିଟନେସ ଦେଖି ହଜାର ହଜାର...

Advertisement
Archives

Model This Week