୧୦୦ କୋଟି କ୍ଲବ୍‌ରେ ଫିଲ୍ମ ‘ବ୍ରହ୍ମାସ୍ତ୍ର’

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ‘ବ୍ରହ୍ମାସ୍ତ୍ର’ ତିନି ଦିନ ମଧ୍ୟରେ୧୦୦କୋଟି କ୍ଲବରେ ଏଣ୍ଟ୍ରି କରିଛି। ଏହାକୁ ଦେଖି କୁହାଯାଇପାରେ ଯେ, କିଛି ଦିନ ମଧ୍ୟରେ ଏହି ଫିଲ୍ମ ମଧ୍ୟ ୨୦୦ କୋଟି ମାର୍କ ଅତିକ୍ରମ କରିବ। ପ୍ରଥମ ଦିନରେ ‘ବ୍ରହ୍ମାସ୍ତ୍ର’ ୩୭ କୋଟି ସଂଗ୍ରହ କରିଥିଲା। ଫିଲ୍ମ ଦ୍ୱିତୀୟ ଦିନରେ ୪୨ କୋଟି ଏବଂ ତୃତୀୟ ଦିନରେ ୪୬ କୋଟି ବ୍ୟବସାୟ କରିଛି। ଏପର୍ଯ୍ୟନ୍ତ ଫିଲ୍ମଟି ମୋଟ ପ୍ରାୟ ୧୨୫ କୋଟି ଟଙ୍କା ଆୟ କଲାଣି। ଆୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବୟକଟ୍‌ ଟ୍ରେଣ୍ଡ୍‌ ମଧ୍ୟରେ ୧୦୦ କୋଟି ଆୟ କରିବା ବହୁତ ବଡ଼ କଥା ବୋଲି କୁହାଯାଉଛି।

‘ବ୍ରହ୍ମାସ୍ତ୍ର’କୁ ଦର୍ଶକ ଏବଂ ସମାଲୋଚକଙ୍କଠାରୁ ମିଶ୍ରିତ ପ୍ରତିକ୍ରିୟା ମିଳିଛି। କିଛି ଲୋକ ଫିଲ୍ମକୁ ଅଦରକାରୀ ବୋଲି କହୁଥିବାବେଳେ କେହି କେହି ଏହାର କଣ୍ଟେଣ୍ଟକୁ ବହୁତ ପ୍ରଶଂସା କରୁଛନ୍ତି।
‘ବ୍ରହ୍ମାସ୍ତ୍ର’କୁ ବର୍ଷ ୨୦୨୨ର ସବୁଠୁ ବଡ ଫିଲ୍ମ ବୋଲି ବିଶ୍ୱାସ କରାଯାଉଛି। ରଣବୀର ଓ ଆଲିଆ ଭଟ୍ଟ ଏହି ଫିଲ୍ମରେ ପ୍ରଥମ କରି ଏକାଠି କାମ କରିଛନ୍ତି। ରଣବୀର-ଆଲିଆଙ୍କ ସହ ଅମିତାଭ ବଚ୍ଚନ, ନାଗାର୍ଜୁନ, ମୌନି ରୟ ବ୍ରହ୍ମାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ମୌନିଙ୍କ ନକାରାତ୍ମକ ଚରିତ୍ରକୁ ବହୁତ ପ୍ରଶଂସା କରିଛନ୍ତି ଦର୍ଶକ।


Enter your email to get our daily news in your inbox.

All Right Reserved By Dharitri.Com

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri