ପ୍ରଥମ ଦିନରେ ଏତିକି କୋଟି କଲେକ୍ସନ୍‌ କଲା ‘ବ୍ରହ୍ମାସ୍ତ୍ର’

ମୁମାଇ: ନିଦେକର୍ଦଶକ ଆୟାନ ମୁଖାର୍ଜୀଙ୍କ ବିଗ୍‌ ବଜେଟ୍‌ ଫିଲ୍ମ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି। ‘ବ୍ରହ୍ମାସ୍ତ୍ର’ ୨୦୨୨ ବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ମଧ୍ୟରୁ ଗୋଟିଏ। ଏହାରି ମଧ୍ୟରେ ପ୍ରଥମ ଦିନରେ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ୩୫-୩୬ କୋଟି ଟଙ୍କା ରୋଜଗାର କରିଛି। ଯାହା ହିନ୍ଦୀ ସିନେମା ପାଇଁ ଏକ ରେକର୍ଡ ସୃଷ୍ଟି କରିଛି। ଏହାପୂର୍ବରୁ ବାହୁବଳୀ-୨ ଫିଲ୍ମ ଏଭଳି ଆୟ କରିଥିଲା। ଅଭିନେତା ରଣବୀର କପୁର- ଆଲିଆ ଭଟ୍ଟଙ୍କ କେମେଷ୍ଟ୍ରିକୁ ଦର୍ଶକ ବହୁତ ପସନ୍ଦ କରିଛନ୍ତି। ଏହା ସହିତ ଫିଲ୍ମରେ ନାଗାର୍ଜୁନ, ଅମିତାଭ ବଚ୍ଚନ, ଶାହରୁଖ ଖାନ ଏବଂ ମୌନି ରୟଙ୍କ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri