ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ ଉପଜିଲାପାଳ ସ୍ନେହାଆର ଗୁଲଙ୍କ ମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ବ୍ରାହ୍ମଣ ସମାଜ ଅଭିଯୋଗ ଅନୁସାରେ, ଏହି ବିଲ ଜାତିଗତ ବିଭେଦ ସହିତ ସମ୍ବିଧାନର ସମାନତା ଆଇନକୁ ଉଲଂଘନ କରୁଛି । ବିଲରେ କେବଳ ବ୍ରାହ୍ମଣମାନଙ୍କୁ ଦୋଷୀ ଭାବେ ଚିହ୍ନଟ କରାଯାଇଥିବା ଅଭିଯୋଗ ହେଉଛି । ଆଜି ଆଟ୍ରୋସିଟି ଆକ୍ଟର ଅପବ୍ୟବହାର ହେଉଥିବାବେଳେ ଏହି ବିଲ ଆସିଲେ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଆହୁରି ବିଭେଦ ସୃଷ୍ଟି ହେବ ବୋଲି ସମାଜ ପକ୍ଷରୁ ଆଶଙ୍କା ପ୍ରକାଶ ପାଇଛି। ଉପଜିଲାପାଳଙ୍କୁ ଦିଆଯାଇଥିବା ଦାବିପତ୍ରରେ ପଦ୍ମପୁର ବ୍ରାହ୍ମଣ ସମାଜ, ପର୍ଶୁରାମ ବାହିନୀ, ଗାୟତ୍ରୀ ବାହିନୀ ର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ତତ୍‌କ୍ଷଣାତ ୨୦ ସମସ୍ୟାର ସମାଧାନ କଲେ ଅତିରିକ୍ତ ଜିଲା ନିର୍ବାହୀ ଅଧିକାରୀ

ପୁରୁଷୋତ୍ତମପୁର,୯।୨ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତରେ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ…

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri