Posted inଜାତୀୟ

ବ୍ରାହ୍ମଣ ଛାତ୍ରୀଙ୍କୁ ଜବରଦସ୍ତ ଅଣ୍ଡା ଖୁଆଇଲେ ଶିକ୍ଷକ, ଅସୁସ୍ଥ ହେଲେ ନାବାଳିକା…

ବେଙ୍ଗାଲୁରୁ,୨୪।୧୧ :କର୍ନାଟକର ଶିମୋଗା ଜିଲାର ଜଣେ ଶିକ୍ଷକଙ୍କ ବେଆଇନ କାର୍ଯ୍ୟ ସାମ୍ନାକୁ ଆସିଛି। ଏଠାରେ ସରକାରୀ ବିଦ୍ୟାଳୟର ଶିକ୍ଷକ ଜଣେ ବ୍ରାହ୍ମଣ ନାବାଳିକା ଛାତ୍ରୀଙ୍କୁ ଜବରଦସ୍ତ ଅଣ୍ଡା ଦେଇଥିବାର ଅଭିଯୋଗ ହୋଇଛି। ଏହି କାରଣରୁ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ଏହି ପରିପ୍ରେକ୍ଷୀରେ ଛାତ୍ରୀଙ୍କ ପିତା କହିଛନ୍ତି ତାଙ୍କ ଏନେଇ ଝିଅ ମାନସିକ ସ୍ତରରେ ଆଘାତ ପାଇଛି। ପିତା ଶ୍ରୀକାନ୍ତ ଶିବାମୋଗା ଡିଡିପିଆଇ ସିଆର ପରମେଶ୍ୱରପ୍ପାଙ୍କ ନିକଟରେ ଅଭିଯୋଗ କରିଛନ୍ତି।ନାବାଳିକା ଜଣକ ଶିବାମୋଗାର ଗାର୍ଟିକେରେ ନିକଟ କାମମାଚି ଗାଁର କର୍ନାଟକ ପବ୍ଲିକ ସ୍କୁଲର ଦ୍ୱିତୀୟ ଶ୍ରେଣୀ ଛାତ୍ରୀ। ତାଙ୍କ ପିତା ମଧ୍ୟ ସେହି ବିଦ୍ୟାଳୟରେ ଶିକ୍ଷକ ଅଛନ୍ତି।

ଜଣେ ସାତ ବର୍ଷର ଝିଅ ତାଙ୍କ ବାପାଙ୍କ ନିକଟରେ ଅଭିଯୋଗ କରିଥିଲେ ତାଙ୍କ ଶିକ୍ଷକ ତାଙ୍କୁ କହିଥିଲେ ଭଲ ସ୍ବାସ୍ଥ୍ୟ ପାଇଁ ଅଣ୍ଡା ଜରୁରୀ ଅଟେ। ଶ୍ରୀକାନ୍ତ କହିଛନ୍ତି ତାଙ୍କ ଝିଅ କେବେବି ଆମିଷ ଖାଦ୍ୟ ଖାଇ ନାହିଁ। କିନ୍ତୁ ଦୁଇ ଦିନ ପୂର୍ବେ ସେ ଅଣ୍ଡା ଖାଇବାକୁ ବାଧ୍ୟ ହୋଇଥିଲା। ସେ ବିଦ୍ୟାଳୟର ସହକାରୀ ଶିକ୍ଷକ ପୁଟାସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri