ରୁଷୀୟ ତୈଳରୁ ଭାରତରେ ବ୍ରାହ୍ମଣ ଲାଭବାନ ହେଉଛନ୍ତି: ନାଭାରୋ

ଓ୍ବାଶିଂଟନ୍‌, ୨ା୯: ରୁଷିଆରୁ ତୈଳ କିଣୁଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ୫୦% ଟାରିଫ୍‌ ଲଗାଇଛନ୍ତି। ତେବେ ଏହି ପ୍ରସଙ୍ଗକୁ ନେଇ ହ୍ବାଇଟହାଉସ୍‌ର ବାଣିଜ୍ୟ ପରାମର୍ଶଦାତା ପିଟର ନାଭାରୋ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରୁଷିଆ ସହ ତୈଳ ବାଣିଜ୍ୟରୁ ଭାରତୀୟମାନେ ଲାଭବାନ ହେବା ବଦଳରେ ସେଠାକାର ବ୍ରାହ୍ଣଣମାନେ ଏହାର ସର୍ବାଧିକ ଲାଭ ପାଉଛନ୍ତି। ଫକ୍ସ ନ୍ୟୁଜକୁ ଏକ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି, ପୂର୍ବରୁ ଭାରତ ରୁଷିଆଠାରୁ ଅଧିକ ତୈଳ କିଣୁ ନ ଥିଲା। ତେବେ ୟୁକ୍ରେନ୍‌ ସହ ରୁଷିଆର ଯୁଦ୍ଧ ପରଠାରୁ ଭାରତ ରୁଷିଆଠାରୁ ଅତ୍ୟଧିକ ତୈଳ କିଣି ଯୁଦ୍ଧକୁ ପରୋକ୍ଷରେ ସମର୍ଥନ କରିଛି। ଭାରତୀୟ ଲୋକଙ୍କ ମୂଲ୍ୟରେ ଦେଶର ବ୍ରାହ୍ଣଣମାନେ ଏହାର ଫାଇଦା ଉଠାଉଛନ୍ତି, ଯାହା ବନ୍ଦ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…

ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri