Categories: ଜାତୀୟ

ଯୁଦ୍ଧଜାହାଜରୁ ବ୍ରହ୍ମୋସ୍‌ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ, ୧୫।୫: ନୌସେନାର ଫ୍ରଣ୍ଟଲାଇନ୍‌ ଗାଇଡେଡ୍‌ ମିଶାଇଲ ଡେଷ୍ଟ୍ରୋୟର ଆଇଏନ୍‌ଏସ୍‌ ମୋର୍ମୁଗାଓରୁ ବ୍ରହ୍ମୋସ୍‌ ସୁରପସୋନିକ ମିଶାଇଲର ସଫଳ ପରୀକ୍ଷଣ କରାଯାଇଛି। ଜାହାଜ ଏବଂ ଅସ୍ତ୍ର ଦୁଇଟିଯାକ ଭାରତରେ ନିର୍ମାଣ କରାଯାଇଥିବାବେଳେ ଆତ୍ମନିର୍ଭର ଭାରତ ଅଭିଯାନ ପାଇଁ ଏହା ଆଉ ଏକ ସଫଳତା। ସମୁଦ୍ରରେ ଭାରତୀୟ ନୌସେନା ଶକ୍ତି ପ୍ରଦର୍ଶନ କରିବାକୁ ପ୍ରସ୍ତୁତ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Share