Posted inଫୁରସତ

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା ଏବଂ ଏହାର ପରିପ୍ରକାଶ ନିଜସ୍ବ ଢଙ୍ଗରେ କରିବା ସମ୍ଭବ ହୋଇ ପାରି ନ ଥାଏ। ସେଭଳି ବ୍ୟକ୍ତିଙ୍କ ଲାଗି ବ୍ରେଲି ଅକ୍ଷର ହିଁ ସୃଜନଶୀଳତା ପରିପ୍ରକାଶର ଗୁରୁତ୍ୱପୁର୍ଣ୍ଣ ମାଧ୍ୟମ ପାଲଟିଥାଏ। ଦୃଷ୍ଟିବାଧିତଙ୍କ ପାଇଁ ବ୍ରେଲିର ଉପଯୋଗିତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜାନୁୟାରୀ ୪ରେ ବିଶ୍ବ ବ୍ରେଲି ଦିବସ ପାଳନ କରାଯାଇଥାଏ। ଦୃଷ୍ଟିବାଧିତଙ୍କ ପାଇଁ ମାନବିକ ଅଧିକାରର ପୂର୍ଣ୍ଣ ହୃଦୟଙ୍ଗମ କରିବାରେ ଯୋଗାଯୋଗର ମାଧ୍ୟମ ଭାବରେ ବ୍ରେଲିର ମହତ୍ତ୍ବ ବିଷୟରେ ସଚେତନତା ଲାଗି ଏହି ଦିବସ ପାଳିତ ହୁଏ। ଜାତିସଂଘର ସାଧାରଣ ସଭା ଦ୍ବାରା ନଭେମ୍ବର ୨୦୧୮ରେ ଘୋଷଣା ମାଧ୍ୟମରେ ଏହି କାର୍ଯ୍ୟକ୍ରମ ପାଳନ କରିବା ନିମନ୍ତେ ତାରିଖ ଚୟନ କରାଯାଇଥିଲା। ଦୃଷ୍ଟିବାଧିତଙ୍କ ଲାଗି ଏହି ଲେଖା ପ୍ରଣାଳୀର ସୃଷ୍ଟିକର୍ତ୍ତା ଲୁଇସ ବ୍ରେଲିଙ୍କ ଜନ୍ମଦିନ ପାଳନ ଅବସରରେ ଏହି ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୨୦୧୯ ଜାନୁୟାରୀ ୪ରେ ପ୍ରଥମ ବିଶ୍ୱ ବ୍ରେଲି ଦିବସ ପାଳିତ ହୋଇଥିଲା। ୧୮୦୯ ଜାନୁୟାରୀ ୪ରେ ଲୁଇସ ବ୍ରେଲିଙ୍କ ଜନ୍ମ ହୋଇଥିଲା। ଏହାର ସ୍ମୃତିରେ ବିଶ୍ବ ବ୍ରେଲି ଦିବସ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri