ଦକ୍ଷିଣ କୋରିଆରେ ଚିହ୍ନଟ ହେଲା ମସ୍ତିଷ୍କକୁ କ୍ଷତି ପହଞ୍ଚାଉଥିବା ଏମିବା ୧୦ ଦିନରେ ନେଇପାରେ ଜୀବନ

ସିଓଲ,୩୦ ।୧୨: ଦକ୍ଷିଣ କୋରିଆରେ ମସ୍ତିଷ୍କକୁ କ୍ଷତି ପହଞ୍ଚାଉଥିବା ଏମିବା ପହଞ୍ଚିଯାଇଛି । ଏଥିରେ ଆକ୍ରାନ୍ତ ହୋଇ ଜଣେ ୫୦ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଦକ୍ଷିଣ କୋରିଆରେ ଏମିବା ସଂକ୍ରମଣର ଏହା ପ୍ରଥମ ଘଟଣା । ନେଗଲେରିୟା ଫାଉଲେଣି ନାମକ ସଂକ୍ରମଣକୁ ‘ବ୍ରେନ-ଇଂଟିଂଗ ଏମିବା’ ବୋଲି ମଧ୍ୟ କୁହାଯାଇଥାଏ । କୋରିଆ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଥାଇଲାଣ୍ଡରୁ ଫେରିଥିବା କୋରିଆ ନାଗରିକଙ୍କ ନିକଟରେ ଏହାର ଲକ୍ଷଣ ଦେଖାଦେଇଥିଲା ଆଉ ଏହାର ୧୦ ଦିନ ପରେ ତାଙ୍କର ମୃତ୍ୟୁ ହୋଇଛି ।
କୋରିଆ ରୋଗ ନିୟନ୍ତ୍ରଣ ଓ ନିରାକରଣ ଏଜେନ୍ସିର ସୂଚନା ଅନୁଯାୟୀ, ଏହି ବ୍ୟକ୍ତି ଦକ୍ଷିଣ କୋରିଆରେ ପ୍ରବେଶ କରିବା ପୂର୍ବରୁ ଥାଇଲ୍ୟାଣ୍ଡରେ ୪ ମାସ ରହିଥିଲେ । ଏହା ପୂର୍ବରୁ ଆମେରିକାରେ ଏହି ଏମିବା ସଂକ୍ରମଣରେ ଜଣେ ଶିଶୁଙ୍କର ବି ମୃତ୍ୟୁ ହୋଇଛି । ଏହା ନାକ ଦେଶ ମସ୍ତିଷ୍କରେ ପହଞ୍ଚିବା ସହ ମସ୍ତିଷ୍କର ଟିସୁକୁ ନଷ୍ଟ କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri