ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଦରକାର। ଅଧିକାଂଶ ସମୟ ଟେନସନରେ ରହିବା, ଡାଇବେଟିସ୍‌, ନିଶାଦ୍ରବ୍ୟ ସେବନ, ମେଦବହୁଳତା, କୋଲେଷ୍ଟରଲ ପରିମାଣ ଅସନ୍ତୁଳିତ ହେବା ଏହାର ପ୍ରମୁଖ କାରଣ। ବ୍ରେନ୍‌ ଷ୍ଟ୍ରୋକର କେତୋଟି ପ୍ରାରମ୍ଭିକ ଲକ୍ଷଣ ରହିଛି। ଆପଣଙ୍କ ହାତଗୋଡ ବଳହୀନ ଲାଗୁଛି କି ? ଏହି ସମୟରେ ଏପରି ଅନୁଭବ ହୁଏ ଯେ, ସତେଯେମିତି ସମଗ୍ର ଶରୀର ଶକ୍ତିହୀନ ହୋଇପଡୁଛି। ଏପରି ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ବିଳମ୍ବ ନ କରି ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ବ୍ରେନ୍‌ ଷ୍ଟ୍ରୋକ୍‌ ହେବା ମାତ୍ରେ କଥା କହିବା ଶକ୍ତି ଧୀରେ ଧୀରେ ଦୁର୍ବଳ ହୋଇପଡେ। ସଂପୃକ୍ତ ବ୍ୟକ୍ତିଙ୍କର ମୁଖ ମଣ୍ଡଳ ଗାମ୍ଭୀର୍ଯ୍ୟ ଦେଖାଯାଏ। ସେ ହସିବାକୁ ଚେଷ୍ଟା କଲେ ମଧ୍ୟ ହସି ପାରି ନଥାନ୍ତି। ବ୍ରେନ୍‌ ଷ୍ଟୋକ୍‌ ହେବା ମାତ୍ରେ ଜଣେ ବ୍ୟକ୍ତି ଆଦୌ ଚାଲି ପାରନ୍ତି ନାହିଁ। ଏପରି କି ସେ ସିଧା ଠିଆ ହୋଇପାରି ନଥାନ୍ତି। ଏଭଳି ସମସ୍ୟା ଦେଖାଦେଲେ ତୁରନ୍ତ ମୁଣ୍ଡବିନ୍ଧା ଆରମ୍ଭ ହୋଇଯାଏ। ଯଦି ସେଥିରୁ ଉପଶମ ନ ମିଳେ ଏବଂ ତାହା ବଢ଼ି ବଢ଼ି ଚାଲେ ତେବେ ତାହାକୁ ବ୍ରେନ୍‌ ଷ୍ଟ୍ରୋକ୍‌ର ଲକ୍ଷଣ ଭାବରେ ନିଆଯାଇଥାଏ। ତେବେ ଉପରୋକ୍ତ ଲକ୍ଷଣ ଜାଣିବା ମାତ୍ରେ ତୁରନ୍ତ ନିକଟସ୍ଥ ହସ୍‌ପିଟାଲକୁ ଯାଇ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri