ଲୋକଙ୍କ ଆଶୀର୍ବାଦ ମାଗିଲେ ବ୍ରଜ

ତାଳଚେର,୨୩।୫ (ମନୋଜ ପ୍ରଧାନ): ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ପଦ୍ମାବତୀପୁର ଓ ଡେରା ପଞ୍ଚାୟତର ସମସ୍ତ ଗ୍ରାମରେ ବ୍ରଜ ନିର୍ବାଚନ ପ୍ରଚାର କରିବା ସହ ଏକ ବିକଶିତ ତାଳଚେର ଗଠନ ଦିଗରେ ସଭିଙ୍କ ସହଯୋଗ ଲୋଡିଛନ୍ତି। ମା’, ମାଟି ଓ ସ୍ବାଭିମାନର ଏ ଲଢେଇରେ ବିଜୁ ଜନତା ଦଳର ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ଏମ୍‌ପି ପ୍ରାର୍ଥୀ ଡା. ଅବିନାଶ ସାମଲ ଓ ତାଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ତାଳଚେର ବାସୀଙ୍କ ସେବା କରିବାର ସୁଯୋଗ ଦେବା ପାଇଁ ଆଶୀର୍ବାଦ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାରୀ ଗିରଫ

ଭୁବନ,୧୬ା୬(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ କରାଯାଇ ବାର୍‌ହା ମୃତଦେହ ଜବତ କରାଯିବା ସହିତ ଅଭିଯୁକ୍ତଙ୍କୁ ଗିରଫ...

୨୩ ବର୍ଷ ପରେ ମିଳିଲା ମନ୍ତ୍ରୀପଦ

ଢେଙ୍କାନାଳ,୧୩ା୬(ରତନ ନାୟାର)ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀକୁ ୨୩ବର୍ଷ ପରେ ମିଳିଛି ମନ୍ତ୍ରୀପଦ। ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ଭାଜପା ବିଧାୟକ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌...

୨ ଶ୍ରମିକ ଜଳିଗଲେ

କାମାକ୍ଷାନଗର,୧୦ା୬(ସୁଧୀର ପରିଡ଼ା): ଘର କାମ କରୁଥିବା ବେଳେ ଘଟିଛି ଅଘଟଣ। ଲୁହା ରଡ୍‌ ଭିଡୁଥିବା ସମୟରେ ୩୩ କେଭି ଲାଇନ୍‌ ତାରରେ ଲାଗି ୨ଶ୍ରମିକ ଗୁରୁତର...

ବଜ୍ରପାତରେ ଚାଲିଗଲା ଫାଇନାନ୍ସ କର୍ମଚାରୀଙ୍କ ଜୀବନ, ୨ ଗୁରୁତର

କାମାକ୍ଷାନଗର,୬।୭: ଢେଙ୍କାନାଲ ଜିଲା କାମାକ୍ଷାନଗର ରଙ୍ଗାଲି ବାମପାଶର୍‌ବ କୋନାଲ ନିକଟସ୍ଥ ବାଘୁଆ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ...

ଢେଙ୍କାନାଳ ଜିଲାରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନ

ଢେଙ୍କାନାଳ,୬ା୬(ରତନ ନାୟାର)ଏକଦା କଂଗ୍ରେସର ଦୁର୍ଗ ଥିଲା ଢେଙ୍କାନାଳ ଜିଲା। ୧୯୭୪, ୧୯୭୭, ୧୯୮୦, ୧୯୮୫ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ...

ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି।...

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ...

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri