ତାଳଚେର ବିଧାନସଭା ଆସନ ବଜାୟ ରଖିଲା ବିଜେଡି

ତାଳଚେର,୪।୬: ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପୁଣିଥରେ ବଜାୟ ରଖିଛି। ବର୍ତ୍ତମାନ ବିଧାୟକ ଥିବା ବ୍ରଜ କିଶୋର ପ୍ରଧାନ ପୁଣିଥରେ ଏହି ଆସନରୁ ବିଜୟୀ ହୋଇଛନ୍ତି। ତାଙ୍କୁ ମୋଟ ୭୫,୬୨୧ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ଼୍ବନ୍ଦୀ ବିଜେପି ପ୍ରାର୍ଥୀ କାଳନ୍ଦୀ ଚରଣ ସାମଲଙ୍କୁ ୪୩,୪୯୯ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ଦାଶଙ୍କୁ ମାତ୍ର ୬,୧୮୯ ଖଣ୍ଡ ଭୋଟ ମିଳିଛି।

ଏହି ଆସନକୁ ନେଇ ନିର୍ବାଚନ ପୂର୍ବରୁ ଚର୍ଚ୍ଚା ଜୋର ହୋଇଥିଲା। ଶେଷ ମୂହୁର୍ତ୍ତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ଆସନ ପାଇଁ ଦଳୀୟ ପ୍ରାର୍ଥୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri