ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ମଇଦାନରେ ୩ ପ୍ରାର୍ଥୀ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ନେଇ ପ୍ରଚାର ଜୋରଦାର ଚାଲିଛି। ମୈଦାନରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ କ୍ୟାମ୍ପେନ ଆରମ୍ଭ କରି ଦେଇଛନ୍ତି। ଲୋକଙ୍କ ଘରକୁ ଘର ଯାଇ ୩ ପ୍ରମୁଖ ଦଳର ପ୍ରାର୍ଥୀ ଭୋଟ ମାଗୁଛନ୍ତି। ନିର୍ବାଚନକୁ ଆଉ ମାତ୍ର ଦୁଇ ସପ୍ତାହ ଥିବାରୁ ସମସ୍ତେ ଭୋଟରଙ୍କୁ ନିଜ ସପକ୍ଷରେ କରିବାକୁ ଲାଗିପଡ଼ିଛନ୍ତି। ବିଜେଡିରୁ ଅଳକା ମହାନ୍ତି, ଭାଜପାରୁ ରାଧାରାଣୀ ପଣ୍ଡା, ଏବଂ କଂଗ୍ରେସର କିଶୋର ପଟେଲଙ୍କ ମଧ୍ୟରେ ଚାଲିଥିବା ଏହି ଲଢ଼େଇକୁ ନେଇ ରାଜନୀତି ସରଗରମ ହୋଇଛି। ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମେ ୩୧ରେ ଭୋଟଗ୍ରହଣ ହେବ। ଜୁନ୍‌ ୩ରେ ଫଳାଫଳ ପ୍ରକାଶ ପାଇବ। ଇତିମଧ୍ୟରେ ମଙ୍ଗଳବାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ବିଜେଡି ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri