ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନ ମଇଦାନରେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ବିଜୟ ପାଇଁ କସରତ କରୁଛନ୍ତି ସବୁ ଦଳ। ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ। ତେବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ୍‌ ନେତା। ଦଳୀୟ ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ ମଇଦାନରେ ପ୍ରଚାର କରୁଛନ୍ତି ବରିଷ୍ଠ ବିଜେଡି ନେତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ ଯୋଜନା ଓ ବିକାଶକୁ ଆଧାରରେ ଭୋଟ ମାଗୁଛି ଦଳ । ତେବେ ଆଗକୁ ଅଳକାଙ୍କ ପାଇଁ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେପଟେ ଖୁବଶୀଘ୍ର ଭାଜପା ଓ କଂଗ୍ରେସ କେନ୍ଦ୍ରୀୟ ନେତା ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ ବ୍ରଜରାଜନଗର ଉପନିର୍ବାଚନରେ ପିସିସି ସଭାପତି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ...

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ...

ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଚାରାରୋପଣ

ଧର୍ମଶାଳା,୧୬ା୯(ଡି.ଏନ୍‌.ଏ.)- ରାଜ୍ୟ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମହାସଂଘ ଧର୍ମଶାଳା ଶାଖା ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜଗନ୍ନାଥ ସଡ଼କର ଉଭୟ...

ଆର୍‌ଆର୍‌ବି ପରୀକ୍ଷା ତ୍ରୁଟି ସଂଶୋଧନ ଦାବି

ଢେଙ୍କାନାଳ ଅଫିସ,୫ ।୨ ଆରଆର୍‌ବି ଏନ୍‌ଟିପିସି ପରୀକ୍ଷାରେ ହୋଇଥିବା ତ୍ରୁଟି ସଂଶୋଧନ କରିବା ପାଇଁ ଢେଙ୍କାନାଳ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାର...

ପଥର ଚୋରା ଚାଲାଣ ର଼୍ୟାକେଟରେ ପୋଲିସ ଲିଙ୍କ୍‌ ମାମଲା: ବଦଳିଲେ ଥାନା ଅଧିକାରୀ ରଞ୍ଜିତ ସାହୁ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଖୋର୍ଦ୍ଧା ଚୋରା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଇନ୍ସପେକ୍ଟର ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଟାଉନ ଥାନାରୁ...

ପୋତି ଦିଆଯାଉଛି ନଦୀ ଅବବାହିକା: ସଙ୍କୁଚିତ ହେଉଛି ଗଙ୍ଗୁଆ, ଝରିଆ ନଦୀ

ପୁରୁଣା ଭୁବନେଶ୍ୱର/ଜଟଣୀ, ୧୨।୧୦ (ଡି.ଏନ.ଏ.): ରାଜଧାନୀରେ ଜନସଂଖ୍ୟା ବଢୁଛି। ସେହି ଅନୁପାତରେ ଆବଶ୍ୟକ ସଂଖ୍ୟକ ଗୃହ ନିର୍ମାଣ ହେଉଛି। ବିଲଡରମାନେ ଗୃହ ପାଇଁ ସରକାରୀ କର୍ମଚାରୀଙ୍କୁ...

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ...

ରଙ୍କାସିଂହା ଗ୍ରାମରେ ଅଗ୍ନିକାଣ୍ଡ: ୧୦ ପରିବାର ସର୍ବସ୍ବାନ୍ତ

ବଅଁରପାଳ,୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଫୁଲୁପଡ଼ା ପଞ୍ଚାୟତ ରଙ୍କାସିଂହା ଗ୍ରାମରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଶଶିକାନ୍ତ ବେହେରା, କାର୍ତ୍ତିକ ବେହେରା, ସୁବ୍ରତ...

Advertisement
Archives

Model This Week