ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନ ମଇଦାନରେ ହେଭିଓ୍ବେଟ୍‌

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ବିଜୟ ପାଇଁ କସରତ କରୁଛନ୍ତି ସବୁ ଦଳ। ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ। ତେବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ୍‌ ନେତା। ଦଳୀୟ ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ ମଇଦାନରେ ପ୍ରଚାର କରୁଛନ୍ତି ବରିଷ୍ଠ ବିଜେଡି ନେତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ ଯୋଜନା ଓ ବିକାଶକୁ ଆଧାରରେ ଭୋଟ ମାଗୁଛି ଦଳ । ତେବେ ଆଗକୁ ଅଳକାଙ୍କ ପାଇଁ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେପଟେ ଖୁବଶୀଘ୍ର ଭାଜପା ଓ କଂଗ୍ରେସ କେନ୍ଦ୍ରୀୟ ନେତା ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ ବ୍ରଜରାଜନଗର ଉପନିର୍ବାଚନରେ ପିସିସି ସଭାପତି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଲ୍‌କୋରେ ହେବ ଏଚ୍‌ଆଇଭି ସ୍କ୍ରିନିଂ

ଅନୁଗୋଳ ଅଫିସ୍‌, ୯।୮ : ଏଡ୍‌ସ ଓ ଏଚ୍‌ଆଇଭି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା...

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍‌

ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ...

ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ରହୁନି ଆବଶ୍ୟକ ଔଷଧ

ରାଉରକେଲା,୧୬।୭(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଆବଶ୍ୟକ ଔଷଧ ଉପଲବ୍ଧ ହେଉ ନ ଥିବାରୁ ଗୃହପାଳିତ ପ୍ରାଣୀ ରଖିଥିବା ଲୋକେ ସମସ୍ୟାରେ ପଡ଼ୁଛନ୍ତି। ଏପଟେ...

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ...

ନିର୍ମାଣର ୧୦ ଦିନରେ ଭାଙ୍ଗିଗଲା ଚେକ୍‌ ଡ୍ୟାମ

କଣ୍ଟିପାଳ,୨୨ା୭ (ସୁଶାନ୍ତ କୁମାର ସାହୁ ): ମରୁଡି ସମସ୍ୟାକୁ ଦୂର ପାଇଁ ଚାଷ ଜମିରେ ଜଳ ସେଚନ ପାଇଁ ବିଭିନ୍ନ ସୁବିଧା କରାଯାଉଛି। କେଉଁଠି କେନାଲ...

ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଦାବି

ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରର ସାହି ମଧ୍ୟରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଗୁରୁବାର ସାହିବାସିନ୍ଦା ବୁଗୁଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ...

ବିଦ୍ୟୁତ୍‌ ବିଭ୍ରାଟରୁ ରୋଗୀ ହନ୍ତସନ୍ତ

ବ୍ରହ୍ମପୁର ଅଫିସ,୧୪ା୧୦: ଦକ୍ଷିଣ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରମୁଖ ହସ୍ପିଟାଲ ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ଅବ୍ୟବସ୍ଥା ପିଛା ଛାଡୁନି। ବିଭିନ୍ନ ସମୟରେ ରୋଗୀ ସେବାରେ...

ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ...

Advertisement
Archives

Model This Week