ବ୍ରଜରାଜନଗର ଉପନିର୍ବାଚନ: ୩ଟା ସୁଦ୍ଧା ୫୭ % ମତଦାନ

ଝାରସୁଗୁଡ଼ା ଅଫିସ, ୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଦିନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି । ସେହିପରି ୯ଟା ସୁଦ୍ଧା ୧୧ ପ୍ରତିଶତ,୧୧ଟା ସୁଦ୍ଧା ୨୩ ପ୍ରତିଶତ ଏବଂ ୧ଟା ସୁଦ୍ଧା ୪୮ ମତଦାନ ହୋଇଥିଲା । ସକାଳ ୭ଟାରୁ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଭୋଟ ଗ୍ରହଣ ଚାଲିବ । ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ୍‌ ହୋଇଛି। ଏଥର ୬୦ଟି ବୁଥ୍‌ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri