ବ୍ରଜରାଜନଗର ଉପନିର୍ବାଚନ: ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ

ଝାରସୁଗୁଡା ଅଫିସ,୨୦।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜନୀତି ସରଗରମ ରହିଛି। ତେବେ ନିର୍ବାଚନରେ ୫ଟି ପିଙ୍କ୍‌ ବୁଥ୍‌କୁ ମିଶାଇ ମୋଟ ୨୭୯ ବୁଥ୍‌ରେ ଭୋଟ୍‌ ଗ୍ରହଣ ହେବ। ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩ ଜଣ ପ୍ରାର୍ଥୀ ଓହରିବା ପରେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ୧୩୩ ନୂଆ ଭୋଟରଙ୍କୁ ମିଶାଇ ମୋଟ୍‌ ୨,୧୪, ୮୭୮ ଭୋଟ୍‌ ଦେବେ। ସେଥିମଧ୍ୟରୁ ୩୫୨୦ ଭିନ୍ନକ୍ଷମ, ୧୬୨୮ ଅଶୀତିପର, ୨୧୪ ଚାକିରିଆ ଭୋଟର ଅଛନ୍ତି। ସେହିପରି ଭୋଟରମାନେ ସୁରୁଖୁରୁରେ ଭୋଟ ଦେବା ନେଇ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସବୁ ଭୋଟରଙ୍କର ଥର୍ମାଲ ସ୍କ୍ରିନିଂ ହେବା ସହ ମାସ୍କ ପିନ୍ଧିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ

ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍‌ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ...

ସ୍ତ୍ରୀଙ୍କୁ ହତ୍ୟା କରି ବସ୍ତାରେ ପୁରାଇ ରଖିଥିଲେ ସ୍ବାମୀ, ଝିଅ ଖୋଜିବା ପରେ…

କେନ୍ଦୁଝର,୧୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ)- କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ଷଡ଼ଙ୍ଗୀ ଗ୍ରାମରେ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ବସ୍ତାରେ ପୂରାଇ ଘରେ ଲୁଚାଇ ରଖିବା ଘଟଣା...

ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ

ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ...

ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ

ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ...

ମୁଖ୍ୟମନ୍ତ୍ରୀଙ୍କ ଆସନରେ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ହିଞ୍ଜିଳିକାଟୁ,୧୪।୫(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଓଡ଼ିଆ ସିନେ ତାରକା ସବ୍ୟସାଚୀ ଓ ଅର୍ଚ୍ଚିତା ମଙ୍ଗଳବାର ବିଜେଡ଼ି ପାଇଁ...

ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍‌ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ

କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ...

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ...

ମହାଦେବଙ୍କୁ ପୂଜାର୍ଚ୍ଚନା ପରେ ନାମାଙ୍କନ ଭରିଲେ ଆଶିଷ

ଭୋଗରାଇ,୧୪l୫(ପ୍ରଦୀପ ଦାସ)-ସାଧାରଣ ନିର୍ବାଚନ ଲାଗି ନାମାଙ୍କନର ଶେଷ ଦିନରେ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଆଶିଷ କୁମାର ପାତ୍ର ବାଲେଶ୍ୱର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri