ବ୍ରଜରାଜନଗର ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଝାରସୁଗୁଡା,୨୯।୫ : ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠାନ ହେବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିଜ ନିଜର ରାଜନୌତିକ ଦଳ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ହେଭିଓ୍ବେଟ୍‌ ନେତା। ଘର ଘର ବୁଲି ପ୍ରାର୍ଥୀ ଭୋଟ ଭିକ୍ଷା କରୁଛନ୍ତି। ତେବେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହେବ। ଆଜି ପ୍ରଚାରର ଶେଷ ଦିନରେ ଜୋରଦାର ପ୍ରଚାର ଚାଲିଛି। ଖାଲି ପଡ଼ିଥିବା ଏହି ଆସନ ଲାଗି ମଇଦାନରେ ୧୧ ଜଣ ପ୍ରାର୍ଥୀ। ୨ ଲକ୍ଷ ୧୪ ହଜାର ୮୭୮ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।
ତେବେ ଭୋଟିଂ ପାଇଁ ଆବଶ୍ୟକ ଇଭିଏମ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୋଟ୍‌ ୨୭୯ ବୁଥ୍‌ରେ ମତଦାନ ହେବ। ଏଥିରେ ୫ଟି ପିଙ୍କ ବୁଥ୍‌ ରହିଛି। ସେହିପରି ୫୦ ପ୍ରତିଶତ ବୁଥ୍‌ରେ ଓ୍ବେବକାଷ୍ଟିଂ ହେବ। ଆବଶ୍ୟକ ପଡ଼ିଲେ ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ । ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସବୁ ସୁବିଧା କରାଯାଇଛି । ବୁଥ୍‌ରେ ଡମି ଭୋଟର ରହି ଦିବ୍ୟାଙ୍ଗ ଭୋଟରଙ୍କୁ ସହାୟତା କରିବେ । ଭୋଟ ଦିନ ନିର୍ବାଚନମଣ୍ଡଳୀ ସମସ୍ତ ଘରୋଇ ଓ ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?