ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ତାଲିକାରେ ନବୀନଙ୍କ ନାଁ

ଝାରସୁଗଡ଼ା ଅଫିସ/ଭୁବନେଶ୍ୱର,(ବ୍ୟୁରୋ)୧୭।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ଏବଂ ଭାଜପା ପୂର୍ବରୁ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଥିବା ବେଳେ ମଙ୍ଗଳବାର ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି। ତାଲିକାର ପ୍ରଥମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ ରହିଛି। ସେହିପରି ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ଅରୁଣ ସାହୁ, ସଞ୍ଜୟ କୁମାର ଦାସ ବର୍ମା, ସମୀର ରଞ୍ଜନ ଦାସ, ନବ କିଶୋର ଦାସ ପ୍ରମୁଖଙ୍କ ସହ ଅନ୍ୟ ବରିଷ୍ଠ ନେତା ମନ୍ତ୍ରୀଙ୍କ ନାଁ ରହିଛି।

ବ୍ରଜରାଜନଗର ଉପନିର୍ବାଚନ ଆସନ ହାତେଇବା ପାଇଁ ୩ ପ୍ରମୁଖ ଦଳ ନିଜ ରଣନୀତି ପ୍ରସ୍ତୁତ କରି ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି । ଏପରିକି ପ୍ରାର୍ଥୀ ଘରକୁ ଘର ବୁଲି ଭୋଟ ଭିକ୍ଷା କରି ଲୋକଙ୍କୁ ଆକୃଷ୍ଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri