ବ୍ରଜରାଜନଗର ଉପନିର୍ବାଚନ: ନାରୀଶକ୍ତି ହେବ ବିଜେଡିର ଭୋଟ ପୁଞ୍ଜି

ଝାରସୁଗୁଡା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନକୁ ନେଇ ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜର ରଣକୌଶଳ ପ୍ରସ୍ତୁତରେ ଲାଗିଛନ୍ତି। ଏଥିମଧ୍ୟରେ ବିଜେଡି ଦଳ ନାରୀଶକ୍ତିକୁ ଭୋଟ ପୁଞ୍ଜିଭାବେ ଗ୍ରହଣକରି ନିର୍ବାଚନରେ ବିଜୟୀ ହେବା ପାଇଁ ଆଶା ରଖିଛି । ଏହି ପରିପ୍ରେକ୍ଷୀରେ ବିଜେଡି ମହିଳାମୋର୍ଚ୍ଚା ତରଫରୁ ନିର୍ବାଚନ ପ୍ରଚାର ପୂର୍ବରୁ ବେଲପାହାଡ ସହରର ଏକ ହୋଟେଲରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ବିଜେଡି ପ୍ରାର୍ଥୀନୀ ଅଳକା ମହାନ୍ତି, କଟକ ମେୟର ତଥା ପୂର୍ବତନ ଏମପି ସୁବାସ ସିଂ, ଉପପର୍ଯ୍ୟବେକ୍ଷକ ବିଷ୍ଣୁ ପ୍ରସାଦ କେଡିଆ, ଜୟ କୁମାରୀ ପଟେଲ, ସାଧନା ସାମନ୍ତରାୟ, ଲଖନପୁର ବ୍ଲକ ଅଧ୍ୟକ୍ଷା ହୁତେଶ୍ବରୀ ତିହିରିଆ, ଜିଲା ପରିଷଦ ପୁଷ୍ପାଞ୍ଜଳୀ ସେଠ ପ୍ରମୁଖ ଶତାଧିକ ନେତୃବୃନ୍ଦ ଓ କର୍ମୀମାନେ ଯୋଗଦେଇଥିଲେ। ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ଅଞ୍ଚଳର ବିକାଶ ପାଇଁ ବହୁ ସ୍ବପ୍ନ ଦେଖିଥିଲେ। ତାଙ୍କର ସେହି ଅଧୁରା ସ୍ବପ୍ନକୁ ପୂରଣ କରିବାପାଇଁ ସେ ଚେଷ୍ଠା କରିବେ ବୋଲି ଦଳୀୟ ପ୍ରାର୍ଥୀନୀ ତଥା ସ୍ତ୍ରୀ ଅଳକା ମହାନ୍ତି ତାଙ୍କ ବକ୍ତବ୍ୟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri