ବ୍ରଜରାଜନଗର ଉପନିର୍ବାଚନ:ସମସ୍ତ ୧୪ ନାମାଙ୍କନପତ୍ର କାଏମ

ଝାରସୁଗୁଡ଼ା ଅଫିସ, ୧୨ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି ରିଟର୍ନିଂ ଅଫିସର ଉପଜିଲାପାଳ ଦୟାମୟ ପାଢ଼ୀ କହିଛନ୍ତି। ଆସନ୍ତା ୧୭ରେ ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ରହିଥିବା ବେଳେ ତା’ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ନାମାଙ୍କନପତ୍ର କାଏମ ଥିବା ପ୍ରାର୍ଥୀମାନେ ହେଲେ ବିଜେଡିର ଅଳକା ମହାନ୍ତି, ଭାଜପାର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା, କଂଗ୍ରେସର ପୂର୍ବତନ ବାଚସ୍ପତି କିଶୋର ପଟେଲ, ସିପିଆଇର ରମେଶ ତ୍ରିପାଠୀ, ଓଡ଼ିଶା ଜନତା ପାର୍ଟିରୁ ମନୋଜ ପ୍ରଧାନ, ହିନ୍ଦୁସ୍ଥାନ ନିର୍ମାଣ ଦଳର ବିଜୟ ଜଲାନ୍‌, ବିଜେଡି ଅସନ୍ତୁଷ୍ଟ ସ୍ବାଧୀନ ପ୍ରାର୍ଥିନୀ ପାର୍ବତୀ ବେହେରା, ଭାଜପା ଅସନ୍ତୁଷ୍ଟ ସ୍ବାଧୀନ ପ୍ରାର୍ଥୀ ତପନ କୁମାର ସ୍ବାଇଁ, ସ୍ବାଧୀନ ପ୍ରାର୍ଥୀ ସୁପ୍ରିତ କୁମାର ବେହେରା, ସ୍ବାଧୀନ ପ୍ରାର୍ଥୀ ଆଦିତ୍ୟ ପ୍ରଧାନ, ସ୍ବାଧୀନ ପ୍ରାର୍ଥୀ ମନୋଜ ମେହେର, ସ୍ବାଧୀନ ପ୍ରାର୍ଥୀ ସୀତାରାମ ବେହେରା, ସ୍ବାଧୀନ ପ୍ରାର୍ଥୀ ଦୀନବନ୍ଧୁ ବିଶ୍ୱାଳ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri