ଦେଶୀ ବନ୍ଧୁକ ଧରି ଅବାଧରେ ବୁଲୁଥିଲେ; ବାନ୍ଧିଲା ବ୍ରଜରାଜନଗର ଥାନା ପୋଲିସ

ଝାରସୁଗୁଡା ଅଫିସ, ୧୦।୮: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଜବତ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ରାଜପୁର ଗ୍ରାମର ମନୋଜ କିଷାନ(୩୪)। ଏନେଇ ପୋଲିସ ବ୍ରଜରାଜନଗର ଥାନାରେ ମାମଲା ନଂ(୨୧୪/୨୧)ରୁଜୁ କରି ତଦନ୍ତ ଚଳାଇଛି। ଏଥିସହ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ମଙ୍ଗଳବାର କୋର୍ଟ ଚାଲାଣ କରିଛି ।

ଯୁବକଜଣଙ୍କ ଗତ ସୋମବାର ମଧ୍ୟାହ୍ନ ରେ ଓରିଏଣ୍ଟ ପେପର୍‌ ମିଲ ଖେଳପଡିଆ ନିକଟରେ ଏକ ବନ୍ଧୁକ ଧରି ଅବାଧରେ ବୁଲୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବରପାଇ ପୋଲିସ ଅଧିକାରୀ ପି.କେ. ସ୍ବାଇଁ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କୁ କାବୁ କରି ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରିଥିଲେ। ସମ୍ପୃକ୍ତ ଯୁବକଙ୍କ ନାମରେ ଏହା ପୂର୍ବରୁ ବ୍ରଜରାଜନଗର ଥାନାରେ ୨ ମାମଲା ରହିଥିବା ଆଇଆଇସି ବୈକୁଣ୍ଠ ବିହାରୀ ସେଠ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri