ବଦଳିଲେ ବ୍ରଜରାଜନଗର ଏସ୍‌ଡିପିଓ

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ବଦଳି କରାଯାଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ଥାନରେ ଆଠମଲ୍ଲିକ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରିମାନାରୁ ବର୍ତ୍ତିବା ପାଇଁ ଯୁବକଙ୍କ ନିଆରା ଉପାୟ

ବାରିପଦା ଅଫିସ,୧୯ା୧୨- ନୂତନ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଗାଡ଼ି ମୋଟର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି।...

ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ

ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ...

ଝାରସୁଗୁଡ଼ା ଜିଲାରେ ୫ରୁ ଧାନ କିଣା

ଝାରସୁଗୁଡ଼ା ଅଫିସ,୧୧।୧୧: ଝାରସୁଗୁଡ଼ା ଜିଲାରେ ଧାନ କିଣା ସକାଶେ ଚଳିତ ଖରିଫ ଋତୁର ପ୍ରଥମ ଜିଲାସ୍ତରୀୟ ଧାନ କିଣା (ଡିଏଲ୍‌ପିସି) ବୈଠକ ଜିଲାପାଳ ସରୋଜ କୁମାର...

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ...

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ...

ବାଲେଶ୍ୱର ଉନ୍ନତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍‌ମ୍ୟାପ୍‌: ୫୦କୋଟି ବ୍ୟୟରେ ହେବ ଅନ୍ତଃରାଷ୍ଟ୍ରୀୟ ମାଛ ମାର୍କେଟ୍‌

ବାଲେଶ୍ୱର ଅଫିସ, ୨୪।୮-ବାଲେଶ୍ୱର ଜିଲାବାସୀଙ୍କୁ ଆମତ୍ନିର୍ଭରଶୀଳ କରାଇବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେତେକ କୁଟୀରଶିଳ୍ପ, ମାଛଚାଷ, ସହରର ଉନ୍ନତୀକରଣ,...

ଢେଙ୍କାନାଳରେ ୩୫.୬% କମ୍‌ ବର୍ଷିଛି: ଦୁଇ ସପ୍ତାହରେ ବର୍ଷା ନ ହେଲେ ମରୁଡ଼ି

ଢେଙ୍କାନାଳ ଅଫିସ, ୨୪।୭-ଠକିଦେଲା ମୌସୁମୀ। ଲଘୁଚାପ ବର୍ଷା ବି ସେମିତି ଖାସ୍‌ ହେଲାନି। ଆକାଶରେ ବାଦଲ ଭାସୁଛି। ହେଲେ ବର୍ଷୁନି। ଯଦିବା କାଁ ଭାଁ ବର୍ଷା...

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ।...

Advertisement
Archives

Model This Week