ଗୋନାସିକାରେ ଜଳାଭିଷେକ ହେଲେ ବ୍ରହ୍ମେଶ୍ୱର

କେନ୍ଦୁଝର,୧୮ା୭(ସ୍ବ.ପ୍ର.): ଶ୍ରାବଣ ମାସ ପ୍ରଥମ ସୋମବାରରେ ବଂଶପାଳ ବ୍ଲକ ବୈତରଣୀ ନଦୀର ଉତ୍ପତ୍ତି ସ୍ଥଳ ଗୋନାସିକାସ୍ଥିତ ବ୍ରହ୍ମେଶ୍ୱର ମହେଶ ଶିବ ମନ୍ଦିର ଗୋନାସିକାରେ କାଉଡ଼ିଆ ଶ୍ରଦ୍ଧାଳୁଙ୍କ ଭିଡ଼ ଜାଣିଛି। ଶିବ ଭକ୍ତମାନେ ବୈତରଣୀର ଉତ୍ପତ୍ତି ସ୍ଥଳ ଗୁପ୍ତଗଙ୍ଗାରୁ ଜଳ ଆଣି ବ୍ରହ୍ମେଶ୍ୱର ଦେବଙ୍କ ଉପରେ ପାଣି ଢାଳିଥିଲେ। କୋଭିଡ୍‌ ଯୋଗୁ ଦୁଇ ବର୍ଷ ହେଲା ଜଳାଭିଷେକ ବନ୍ଦ ରହିଥିବାରୁ ଚଳିତ ବର୍ଷ କାଉଡ଼ିଆମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପରେ ହିଂସା

ବାଲେଶ୍ୱର ଅଫିସ,୧୯।୨ ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ପାଉଂଶକୁଲି ବଜାରରେ ନିର୍ବାଚନ ପରେ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି । ଗତକାଲି ବସ୍ତା ବ୍ଲକରେ...

ପାରାଦୀପ ଶିଳ୍ପାଞ୍ଚଳ: ଅପରାଧ ନିୟନ୍ତ୍ରଣ ନିରୁତ୍ସାହଜନକ

ପାରାଦୀପ,୧୬।୩ (ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଏବେ ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ୨୦୦୧ ଜନଗଣନା ତଥ୍ୟାନୁସାରେ ଏଠାକାର ଜନସଂଖ୍ୟା ୭୩,୬୨୫ ଥିବା ବେଳେ...

ନିର୍ମାଣ ଅପେକ୍ଷାରେ ଗଲାଣି ୪ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୧ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ...

ହିଞ୍ଜିଳିକାଟୁ କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୯ା୮(ଡ଼ି.ଏନ୍‌.ଏ): ହିଞ୍ଜିଳିକାଟୁ କଲେଜରେ ବୁଧବାର ଜୁନିୟର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ବେଳେ କାୈଣସି କଥାକୁ ନେଇ ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା।...

ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ...

ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ

ପୁରୀ ଅଫିସ,୯।୬:କୋଭିଡ୍‌ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ...

ବଦଳୁଛି ପାନପୋଷ ହକି ଛକ ରୂପରେଖ

ରାଉରକେଲା ଅଫିସ,୧୯।୧୨:ଷ୍ଟିଲସିଟି ରାଉରକେଲାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଏହି ବିଶ୍ୱକପ୍‌ ରାଉରକେଲା ଛେଣ୍ଡ କଲୋନି ବିପିୟୁଟି ପରିସରରେ ନିର୍ମାଣାଧୀନ...

୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍‌...

Advertisement
Archives

Model This Week