ବେଗୁନିଆରେ ଖୋଲିବ ଉପଖଣ୍ଡ ହସ୍ପିଟାଲ

ଭୁବନେଶ୍ୱର, ୯।୧୦(ଅସମାପିକା ସାହୁ): ଖୋର୍ଦ୍ଧା ଜିଲା ବେଗୁନିଆଠାରେ ଉପଖଣ୍ଡ ହସ୍ପିଟାଲ(ଏସ୍‌ଡିଏଚ୍‌) ଖୋଲିବ। ୧୦୦ ଶଯ୍ୟା ବିଶିଷ୍ଟ ଏହି ଏସ୍‌ଡିଏଚ୍‌ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି। ଏ ନେଇ ସୋବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗାଇଡ୍‌ଲାଇନ ଅନୁସାରେ ସମସ୍ତ ପ୍ରକାର ଭିତ୍ତିଭୂମି, ମାନବ ସମ୍ବଳ ଏବଂ ଆବଶ୍ୟକ ଲଜିଷ୍ଟିକର ବ୍ୟବସ୍ଥା ହେବା ପରେ ଏହି ଏସ୍‌ଡିଏଚ୍‌ କାର୍ଯ୍ୟକ୍ଷମ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ…

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ…

ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଜନଶୁଣାଣି କରାଇ ଦେଲେନି ଲୋକେ, ଫେରି ଆସିଲେ ଅଧିକାରୀ

ନନ୍ଦପୁର/ପାଡୁଆ,୪।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ପୂର୍ବରୁ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣିରେ ପଞ୍ଜୀକୃତ ପଞ୍ଚାୟତବାସୀଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ଏଯାବତ୍ ହୋଇପାରି ନାହିଁ…

କୋଳି ତୋଳିବାକୁ ଜଙ୍ଗଲକୁ ଯାଇଥିଲେ ଯୁବତୀ, ୩ ଭାଲୁଙ୍କ ହାବୁଡ଼ରେ ପଡ଼ିଗଲେ, ଆଉ ତା’ପରେ…

ପାଟଣା,୪ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସଡ଼ଙ୍ଗ ବାହାଳି ଗ୍ରାମରେ ସୋମବାର ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ…

ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅଧିକାରୀଙ୍କ ସହ ଆଲୋଚନା କରି…

ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ…

୩ଦିନ ବର୍ଷା-ପବନ-କୁଆପଥର ମାଡ଼, ଆଜି ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବନ୍ଦନା ସେଠୀ): ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କିଛିଦିନ ହେବ ବର୍ଷା ହେଉଥିବାବେଳେ ରବିବାର ମେଘୁଆ ପାଗ ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri