କାଜଲ ଅଗ୍ରୱାଲ ମୋବିଲାର ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ

ନୂଆଦିଲ୍ଲୀ,୩ା୮: ଅଗ୍ରଣୀ ମୋବାଇଲ ଆସେସୋରିଜ ବ୍ରାଣ୍ଡ ମୋବିଲାର ମାର୍କେଟିଂ ଓ ବ୍ରାଣ୍ଡିଂ ପଦକ୍ଷେପ ମାଧ୍ୟମରେ ଏହାର ବଜାର ସ୍ଥିତିକୁ ମଜଭୁତ କରିବାରେ ଲାଗିଛି। କମ୍ପାନୀର ସ୍ଥିତିକୁ ଅଧିକ ମଜଭୁତ କରିବା, ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଓ ଅଧିକରୁ ଅଧିକ ଗ୍ରାହକଙ୍କ ନିକଟରେ ପହଞ୍ଚିବା ଲାଗି କମ୍ପାନୀ ଭାରତୀୟ ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କୁ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ ରୂପେ ଘୋଷଣା କରିଛି। ଏହି ସହଭାଗିତା ଅନୁଯାୟୀ ପ୍ରିଣ୍ଟ, ଡିଜିଟାଲ ଓ ଇଲେକ୍ଟ୍ରୋନିକ ମିଡିଆ ସହ ଏଟିଏଲ୍‌ ଓ ବିଟିଏଲ୍‌ ମଧ୍ୟରେ ଯୋଗାଯୋଗ କରୁଥିବା କମ୍ପାନୀଗୁଡ଼ିକ ମଧ୍ୟରେ ପ୍ରସାର ବୃଦ୍ଧି ହୋଇପାରିବ। କାଜଲ ଅଗ୍ରୱାଲଙ୍କ ସହ ମୋବିଲାର ଏହି ସହଯୋଗ କେବଳ ବ୍ରାଣ୍ଡ ଅନୁମୋଦନକୁ ଅଧିକ ମଜଭୁତ କରିବ ନାହିଁ ଅନ୍ୟପକ୍ଷରେ ନୂଆ ତଥା ସମ୍ଭାବ୍ୟ ଗ୍ରାହକଙ୍କୁ ଆକୃଷ୍ଟ କରିବାରେ ସାହାଯ୍ୟ କରିବ। ଏ ସମ୍ପର୍କରେ ମୋବିଲାର ସହ ପ୍ରତିଷ୍ଠାତା ଜିଗ୍ନେଶ ଶାହ ଓ ହେତାଲ ଶାହା କହିଛନ୍ତି, କାଜଲ ହେଉଛନ୍ତି ଜଣେ ଖ୍ୟାତନାମା ବ୍ୟକ୍ତି। ମୋବିଲା ସହ ତାଙ୍କର ଏହି ସହଯୋଗିତା ଆମକୁ ଆଗକୁ ବଢ଼ିବାରେ ପ୍ରେରଣା ଯୋଗାଇବ। ଆମେ ଅଧିକରୁ ଅଧିକ ଗ୍ରାହକଙ୍କ ନିକଟରେ ପହଞ୍ଚି ନିଜକୁ ଉପସ୍ଥାପନ କରିପାରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri