Posted inଖେଳ

ପୁଣି ଥରେ ପଦାରେ ପଡ଼ିଲା ଆରସିବିର ମିଡିଲ ଅର୍ଡର ସମସ୍ୟା

ଶାରଜା,୨୪।୯: ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ଭଲ ଆରମ୍ଭ ଦେଇଥିଲେ ଅଧିନାୟକ ବିରାଟ କୋହଲି ଓ ଦେବଦତ୍ତ ପାଡିକଲ। ଦୁହେଁ ୧୩ ଓଭରରେ ୧୧୧ ରନ୍‌ କରିଥିଲେ। ଏହାପରେ ଆରସିବିର ମଧ୍ୟକ୍ରମର ଦୁର୍ବୃଳତା ପଦାରେ ପକାଇ ଦେଇଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ବୋଲରମାନେ। ଅନ୍ତିମ ୪ ଓଭରରେ ୫ ଉଇକେଟ ହରାଇବାରୁ ଆରସିବି ଦଳୀୟ ସ୍କୋରରେ ମାତ୍ର ୨୫ ରନ୍‌ ଯୋଡ଼ିପାରିଥିଲା। ଫଳରେ ୨୦ ଓଭରରେ ୬ ଉଇକେଟ ହରାଇ ୧୫୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା ବାଙ୍ଗାଲୋର। ସିଏସ୍‌କେ ପାଇଁ ଡ୍ବେନ ବ୍ରାଭୋ ୩ ଉଇକେଟ ନେଇଥିବାବେଳେ ଶାର୍ଦ୍ଦୁଳ ଠାକୁର ହାତେଇଥିଲେ ୨ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଲ୍‌ଡ୍ରନରେ ପ୍ରଥମ ଥର ବ୍ୟବହାର ହେଉଛି ହାଇଡ୍ରୋଜେନ୍‌

ଟୋକିଓ, ୨୪ା୭ (ଏପି)-ସୂର୍ଯ୍ୟଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଏଥର ଅଲିମ୍ପିକ କଲ୍‌ଡ୍ରନକୁ ସ୍ବତନ୍ତ୍ର ଭାବେ ଡିଜାଇନ୍‌ କରାଯାଇଛି। ଅଲିମ୍ପିକ ଅଗ୍ନିଶିଖାର ପ୍ରଜ୍ୱଳନ ପାଇଁ ଜାଳେଣି ରୂପେ...

ଅନ୍ତିମ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଶାହରୁଖ ଖାନ

ନୂଆଦିଲ୍ଲୀ,୨୨।୧୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଟ୍ରଫି ହାତେଇଛି ତାମିଲନାଡୁ। ସୋମବାର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକ ଫାଇନାଲରେ ତାମିଲନାଡୁ ୪...

ଦୁର୍ଘଟଣା ପରେ କୋମାରେ ଏହି କ୍ରିକେଟର୍‌

କାବୁଲ, ୩।୧୦: ଏକ ମର୍ମନ୍ତୁଦ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଆଫଗାନିସ୍ତାନ କ୍ରିକେଟ୍‌ ଦଳର ବ୍ୟାଟ୍ସମ୍ୟାନ ନାଜିବ ତର୍କାଇ କୋମାକୁ ଚାଲିଯାଇଛନ୍ତି। ଏହି ଦୁର୍ଘଟଣା ପରେ...

ବାପା ଭୂମିକା ତୁଲାଇବେ ଦୂତୀ

ଭୁବନେଶ୍ୱର, ୧୩।୫ (କ୍ରୀଡ଼ା ପ୍ରତିନିଧି): ସମଲିଙ୍ଗୀ ବିବାହକୁ ନେଇ ତର୍କବିତର୍କ ଲାଗି ରହିଥିବାବେଳେ ଭାରତର ସ୍ପ୍ରିଣ୍ଟ୍‌ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାକୁ...

ପ୍ରଶିକ୍ଷାର୍ଥୀଙ୍କୁ ସସ୍ମିତା, ବିଜୟଲକ୍ଷ୍ମୀଙ୍କ ଟିପ୍ସ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିରରେ ଶୁକ୍ରବାର ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ସସ୍ମିତା...

ପିଏସ୍‌ଏଲ ଅର୍ଥ ଫେରାଇବେ ଉମର ଆକମଲ

କରାଚୀ,୨୮।୨(ପି.ଟି.)- ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କୁ ସ୍ପଟ ଫିକ୍ସିଂ ପାଇଁ ପ୍ରସ୍ତାବ ମିଳିଥିଲା। କିନ୍ତୁ ରିପୋର୍ଟ କରିବାରେ ବିଫଳ ହେବାରୁ ବାସନ୍ଦ ହୋଇଛନ୍ତି। ଏଥିଯୋଗୁ ସେ...

ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ

ଚେନ୍ନାଇ,୨।୫: ଧୋନୀଙ୍କ ଛକାରେ ଝୁମିଉଠିଲେ ପତ୍ନୀ ସାକ୍ଷୀ। ସାକ୍ଷୀଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱାଦଶ...

ଅଲ୍‌ ଓଡ଼ିଶା ଉତ୍କଳ ଓପନ ଟେନିସ ୨୪ରୁ

ଭୁବନେଶ୍ୱର, ୨୨ା୧ (ସ୍ପୋର୍ଟ୍ସ ବ୍ୟୁରୋ)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମସ୍ଥିତ ଟେନିସ କମ୍ପ୍ଲେକ୍ସଠାରେ ୭ମ ଅଲ୍‌ ଓଡ଼ିଶା ଓପନ ଟେନିସ୍‌ ଟୁର୍ନାମେଣ୍ଟ ଚଳିତ ମାସ ୨୪ରୁ ୨୬ ତାରିଖ...

Advertisement
Archives

Model This Week