ମର୍ମନ୍ତୁଦ ଦୁର୍ଘଟଣା: ବସ୍‌-ଟ୍ରକ୍‌ ଧକ୍କାରେ ୧୧ ମୃତ

ଦକ୍ଷିଣ ବ୍ରାଜିଲ, ୩।୧: ଶୁକ୍ରବାର ଦକ୍ଷିଣ ବ୍ରାଜିଲରେ ଏକ ଯାତ୍ରୀବାହୀ ବସ୍‌ ଏବଂ ବାଲି ବୋଝେଇ ଟ୍ରକ୍‌ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଅତି କମରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟର ଏକ ଫେଡେରାଲ ହାଇୱେରେ ଏହି ଦୁର୍ଘଟଣା ଘଟିଛି।

ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାଟି ସ୍ଥାନୀୟ ସମୟ ପ୍ରାୟ ୧୧.୩୦ ସମୟରେ ଘଟିଛି। ଧକ୍କା ଏତେ ଭୟଙ୍କର ଥିଲା ଯେ ଟ୍ରକ୍‌ର ଏକ ବଡ଼ ଅଂଶ ବସ୍‌ ଭିତରେ ପଶିଯାଇଥିଲା, ଯାହା ଫଳରେ ଯାତ୍ରୀମାନଙ୍କୁ ବାହାର କରିବା ଅତ୍ୟନ୍ତ କଷ୍ଟକର ହୋଇଥିଲା। ଦୁର୍ଘଟଣା ଯୋଗୁ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା ଏବଂ ଲମ୍ବା ଟ୍ରାଫିକ ଜାମ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଦୁର୍ନୀତି ଅଭିଯୋଗ ଆଣିବା ପୂର୍ବରୁ ଆତ୍ମସମୀକ୍ଷା କରନ୍ତୁ’: ଅଜିତ ପାୱାରଙ୍କୁ ପାଲଟା ଆକ୍ରମଣ କଲା ଭାଜପା

ମୁମ୍ବାଇ,୩।୧: ମହାରାଷ୍ଟ୍ରରେ ରାଜନୈତିକ ବୟାନବାଜି ପୁଣି ଥରେ ତୀବ୍ର ହୋଇଛି। ପିମ୍ପରି-ଚିଞ୍ଚୱାଡ ନଗର ନିଗମରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦୁର୍ନୀତି ଏବଂ ଋଣ ଅଭିଯୋଗର କଡ଼ା...

କ’ଣ ଏହି ଭଜନ କ୍ଲବିଂ? Gen Z ଙ୍କ ମଧ୍ୟରେ ବଢୁଛି ଟ୍ରେଣ୍ଡ

ଆଜିର ଆଧୁନିକ ଦୁନିଆରେ, ଭଜନ କ୍ଲବିଂ ଏକ ନୂତନ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଧାରା ଭାବରେ ଉଭା ହୋଇଛି, ବିଶେଷକରି ଜେନ୍‌ ଜେଡ ଏବଂ ଯୁବ...

ଠିକ୍‌ ହୋଇଥିଲା ବିବାହ, ବଣ୍ଟା ସରିଥିଲା କାର୍ଡ, ଘଟିଲା ଏମିତି କିଛି…

ବଲାଙ୍ଗୀର,୩ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଶନିବାର ଏକ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ...

ମନ୍ଦିରରୁ ପୂଜା ସାରି ଫେରିବାବେଳେ ପୂଜକଙ୍କୁ ପେଚ୍‌କସ୍‌ରେ ଆକ୍ରମଣ, କିଛି ସମୟ ଭିତରେ ଘଟିଲା…

ତାଳଚେର,୩ା୧(ମନୋଜ ନନ୍ଦ): ତାଳଚେର ଥାନା ସମ୍ମୁଖରେ ଥିବା ମଙ୍ଗଳା ମନ୍ଦିରରେ ଦୀର୍ଘବର୍ଷ ହେଲା ପୂଜା କରି ଆସୁଥିଲେ ବଡ଼ଦାଣ୍ଡ ସାହିର ସନ୍ତୋଷ କୁମାର ମହାପାତ୍ର(୫୦)। ଶନିବାର...

ଅଫିସ ଜବ୍‌ ଠାରୁ ବି ମୋଟାଅଙ୍କର ଟଙ୍କା କମାନ୍ତି ଡେଲିଭରି ପାର୍ଟନର, ଘଣ୍ଟାକୁ ଏତେ ଟଙ୍କା..

ନୂଆଦିଲ୍ଲୀ,୩।୧: ଆଜିକାଲି, ଦେଶର ପ୍ରତ୍ୟେକ ସହରର ରାସ୍ତାରେ ଡେଲିଭରି ପାର୍ଟନରମାନେ ଲାଲ, ହଳଦିଆ ଏବଂ ସବୁଜ ରଙ୍ଗର ଟି-ସାର୍ଟ ପିନ୍ଧି କାମ କରୁଥିବା ଦେଖଇବାକୁ ପାଉଥିବେ।...

ନୂତନ ବର୍ଷ ଠାରୁ ଉଦ୍ୟାନ ବିଭାଗରେ ଝୁଲୁଛି ତାଲା: କାହା କଥାରେ ରହୁନି ତାଳ ମେଳ

ପରଜଙ୍ଗ,୩।୧(ନିଗନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମୁଖ୍ୟାଳୟ ଠାରୁ ୨ କିମି ଦୂର ୫୩ ନଂ ଜାତୀୟ ରାଜପଥ ପାର୍ଶ୍ୱ ହାତିଲୁଚାଣି ଛକ ନିକଟରେ ଦୀର୍ଘବର୍ଷ...

ଭେନେଜୁଏଲାରେ ବଡ଼ଧରଣର ବିସ୍ଫୋରଣ: ଖେଳିଗଲା ଆତଙ୍କ

କାରାକାସ,୩।୧: ଦକ୍ଷିଣ ଆମେରିକୀୟ ଦେଶ ଭେନେଜୁଏଲାରେ ହଠାତ୍‌ ଜୋରଦାର ବିସ୍ଫୋରଣ। ଫଳରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିପୋର୍ଟ ଅନୁଯାୟୀ, ରାଜଧାନୀ କାରାକାସ ସମେତ ଅନେକ...

ଧନୁଯାତ୍ରାରେ ସରକାଙ୍କ ବଡ଼ ଘୋଷଣା : ମାର୍ଚ୍ଚ ଶେଷସୁଦ୍ଧା ସମସ୍ତ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri