ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ

ବ୍ରାସିଲିଆ,୩୦।୭: କରୋନା ପରେ ଏବେ ଧିରେ ଧିରେ କାୟା ମେଲାଉଛି ‘ମଙ୍କିପକ୍ସ’ସଂକ୍ରମଣ। ଏହାରି ଭିତରେ ବ୍ରାଜିଲରେ ପ୍ରଥମ‘ମଙ୍କିପକ୍ସ’ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ୪୧ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାନୁଯାୟୀ, ଏହି ମଙ୍କିପକ୍ସ ଆକ୍ରାନ୍ତ ଜଣଙ୍କ କ୍ୟାନ୍‌ସରରେ ପୀଡିତ ଥିଲେ। ସେ ବ୍ରାଜିଲର ବେଲୋ ହୋରିଜୋଣ୍ଟେ ନାମକ ଏକ ସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ପରେ ମଙ୍କିପକ୍ସ ଭୂତାଣୁରେ ସଂକ୍ରମିତ ହେବା ଯୋଗୁଁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଥିଲା। ଶେଷରେ ଶୁକ୍ରବାର ଦିନ ତାଙ୍କର ମୃତ୍ୟୁ ଘଟିଛି । ବୁଧବାର ସୁଦ୍ଧା ବ୍ରାଜିଲରେ ମୋଟ ୯୭୮ଟି ମଙ୍କିପକ୍ସ ମାମଲା ରହିଥିବା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?