ଲୁଲାଙ୍କ ବଡ଼ ବିଜୟ: ରାଷ୍ଟ୍ରପତି ନିର୍ବାଚନ ଜିତି ଚତୁର୍ଥ ଥର କ୍ଷମତାକୁ ଫେରିଲେ!

ବ୍ରାସିଲିଆ, ୨୬।୧୦: ବ୍ରାଜିଲରେ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା କଡ଼ା ମୁକାବିଲାରେ କନଜରଭେଟିଭ ପ୍ରାର୍ଥୀ ଫ୍ଲାଭିଓ ବୋଲସୋନାରୋଙ୍କୁ ପରାସ୍ତ କରି ପୁଣିଥରେ କ୍ଷମତା ହାସଲ କରିଛନ୍ତି। ୮୦ ବର୍ଷୀୟ ଲୁଲାଙ୍କୁ ୫୧.୭୫ ପ୍ରତିଶତ ଭୋଟ ମିଳିଥିବା ବେଳେ ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋଙ୍କ ପୁଅ ଫ୍ଲାଭିଓଙ୍କୁ ୪୮.୨୫ ପ୍ରତିଶତ ଭୋଟ ମିଳିଛି।

ବ୍ରାଜିଲର ନିର୍ବାଚନ ପ୍ରାଧିକରଣ ଏହି ଫଳାଫଳକୁ ନିଶ୍ଚିତ କରିଛି। ଏହି ବିଜୟ ଐତିହାସିକ, କାରଣ ୧୯୮୫ରେ ସାମରିକ ଏକଛତ୍ରବାଦ ଶାସନର ଅନ୍ତ ହେବା ପରେ ପ୍ରଥମଥର ପାଇଁ ଜଣେ ପ୍ରାର୍ଥୀ ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପଛରେ ରହିବା ସତ୍ତ୍ୱେ ଦ୍ୱିତୀୟ ପର୍ଯ୍ୟାୟରେ ବିଜୟୀ ହୋଇଛନ୍ତି। ଏହି ଫଳାଫଳ ଦ୍ୱାରା ଲାଟିନ ଆମେରିକାର ସର୍ବବୃହତ୍‌ ଅର୍ଥନୀତି ବ୍ରାଜିଲରେ ବାମପନ୍ଥୀ ନେତୃତ୍ୱ ବଜାୟ ରହିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ

ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ…

ବ୍ୟାଟ ଛାଡ଼ିବେ ନା ଖେଳ ଜାରି ରଖିବେ? ଅବସର ଚର୍ଚ୍ଚା ଉପରେ ରୋହିତଙ୍କ ସ୍ପଷ୍ଟ ଜବାବ, କହିଦେଲେ…

ନୂଆଦିଲ୍ଲୀ, ୨୬।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମାଙ୍କ ଅବସରକୁ ନେଇ ଗତ କିଛି ମାସ ମଧ୍ୟରେ ଅନେକ ଥର ଗୁଜବ ସାମ୍ନାକୁ ଆସିଛି।…

ଏଇ ଭାରତରେ

ଏକାଗ୍ରତାର ସହ ନୂତନତ୍ୱର ଅନ୍ବେଷଣ କଲେ ସଫଳତା ନିଶ୍ଚୟ ମିଳେ, ଯାହା ପ୍ରମାଣ କରିଛନ୍ତି ଉତ୍ତରପ୍ରଦେଶ ପ୍ରୟାଗରାଜର ବିମଳ କିଶୋର। ବିମଳ ଜଣେ ଦିବ୍ୟାଙ୍ଗ। ଏଣୁ ସେ…

ଶିକ୍ଷାନୁଷ୍ଠାନ ନେତୃତ୍ୱର ଅନ୍ତୁଡ଼ିଶାଳ

ଭଗବାନଙ୍କୁ ପୂଜା କରିବା ପାଇଁ ଆମେ ମନ୍ଦିରକୁ ଯାଉ। ଜ୍ଞାନ ଓ ଶିକ୍ଷା ରୂପକ ଅମୂଲ୍ୟ ରତ୍ନ ହାସଲ କରିବା ପାଇଁ ପିଲାମାନେ ବିଦ୍ୟାଳୟକୁ ଯାଆନ୍ତି। ଏହି…

ନିବେଶ ଚମକ, ତୃଷାର ଛାୟା

ଭାରତରେ ଗୁଗଲ୍‌ର ପ୍ରସ୍ତାବିତ ଡାଟା ସେଣ୍ଟର ଏବଂ ଏହା ସହିତ ଜଡ଼ିତ ଜଳ ସଙ୍କଟ ଏକ ଗଭୀର ବିଡ଼ମ୍ବନାର ପର୍ଦ୍ଦାଫାଶ କରୁଛି। ସରକାର ଏହାକୁ ‘ଐତିହାସିକ ନିବେଶ’…

ପ୍ରଯୁକ୍ତିବିଦ୍ୟାର ଚମତ୍କାରିତା: ଏଣିକି ଇଣ୍ଟରନେଟ୍‌ରେ ପଠାଇହେବ ସୁଗନ୍ଧ

ୱାଶିଂଟନ, ୨୬ା୧୦: ଡିଜିଟାଲ ଦୁନିଆରେ ବର୍ତ୍ତମାନ ସୁଦ୍ଧା ଆମେ କେବଳ ଫଟୋ, ଭିଡିଓ ଏବଂ ଅଡିଓ ଶେୟାର୍‌ କରିପାରୁଛୁ। କିନ୍ତୁ ଏବେ ଦୂରରେ ଥାଇ ମଧ୍ୟ ପରସ୍ପରକୁ…

ହାତରେ ଗୋଟିଏ ଉଇକେଟ୍‌, ଦରକାର ୮୮ ରନ୍‌; ତଥାପି ହାର୍‌ ମାନିଲାନି ପାକିସ୍ତାନ, ‘ଅସମ୍ଭବ’କୁ କଲା ‘ସମ୍ଭବ’

ନୂଆଦିଲ୍ଲୀ, ୨୬।୧୦: ଶାଦାବ ଖାନଙ୍କ ଶତକୀୟ ଇନିଂସ ବଳରେ ଏକାକୀ ପାକିସ୍ତାନକୁ ହାରିବାକୁ ଥିବା ମ୍ୟାଚରେ ଜିତାଇ ଦେଲେ। ସତେ ଯେମିତି ସେ ‘ଅସମ୍ଭବ’କୁ ‘ସମ୍ଭବ’ କରି…

‘ମନ୍‌ କି ବାତ୍‌’ର ୧୨ ବର୍ଷର ଯାତ୍ରା

ନୂଆଦିଲ୍ଲୀ, ୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୧୨ବର୍ଷର ଯାତ୍ରାକୁ ଏକ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?