ସଂସଦ ଭବନରେ ଧସେଇ ପଶିଲେ ପୂର୍ବତନ ରାଷ୍ଟ୍ରପତି ବୋଲସୋନାରୋଙ୍କ ସମର୍ଥକ

ବ୍ରାସିଲିଆ,୯ ।୧: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋଙ୍କ ସମର୍ଥକ ରାଜଧାନୀ ବ୍ରାସିଲିଆରେ ପୁଣିଥରେ ହଙ୍ଗାମା କରିଥିବା ଦେଖାଯାଇଛି । ଗତ ସପ୍ତାହରେ ଲୁଇଜ ଇନାସିଓ ଲୁଲା ଡି ସିଲଭା ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଏହାକୁ ବିରୋଧକରି ପ୍ରଦର୍ଶନକାରୀ ପୋଲିସ ବାରିକେଡକୁ ଭାଙ୍ଗି କଂଗ୍ରେସ(ସଂସଦ ଭବନ), ରାଷ୍ଟ୍ରପତି ଭବନ ଓ ସୁପ୍ରିମ କୋର୍ଟରେ ପସି ଯାଇଥିଲେ । ଏମିତି ପରିସ୍ଥିତି ୨୦୨୧ରେ ଆମେରିକାରେ ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକମାନେ କରିଥିଲେ । ଯେଉଁମାନେ ୟୁଏସ କ୍ୟାପିଟାଲ ଉପରେ ୬ ଜାନୁୟାରୀରେ ଆକ୍ରମଣ କରିଦେଇଥିଲେ, ଯେଉଁଥିରେ କେତେଜଣ କର୍ମୀଙ୍କ ଜୀବନ ଯାଉ ଯାଉ ବଞ୍ଚି ଯାଇଥିଲା ।
ବ୍ରାସିଲିଆରେ ପ୍ରଦର୍ଶନକାରୀ ସବୁଜ ଓ ହଳଦିଆ ରଙ୍ଗର କପଡ଼ା ପିନ୍ଧିଥିଲେ । ଏମାନଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀର ଲୋକେ ସଦନ ଅଧ୍ୟକ୍ଷଙ୍କ ଆସନ ଉପରକୁ ଚଢି ଯାଇଥିଲେ ଓ ତାଙ୍କ ପାଖରେ ଜମା ହୋଇଯାଇଥିଲେ । ଏକ ଭିଡିଓରେ ଦେଖାଯାଇଛି କି ପ୍ରଦର୍ଶନକାରୀ ସ୍ପିକରଙ୍କ ଡାଏସ ଉପରେ ଚଢିଯିବା ସହ ମାଇକ ଭାଙ୍ଗିଥିଲେ । ଏକ ଭିଡିଓରେ ବାହାରେ ଭିଡକୁ ଦେଖି ପୋଲିସ ଏମାନଙ୍କୁ ଘୋଷାଡି ତଳେ ପକାଇ ଦେଉଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri