ତୃତିୟଥର ଲାଗି ବ୍ରାଜିଲର ରାଷ୍ଟ୍ରପତି ହେଲେ ଲୁଲା ଡା ସିଲଭା

ବ୍ରାସିଲିଆ,୨ ।୧: ବାମପନ୍ଥି ନେତା ଲୁଇଜ ଇନାସିୟୋ ଲୁଲା ଡା ସିଲଭା ତୃତିୟ ଥର ଲାଗି ବ୍ରାଜିଲର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନରେ ଜାଏର ବୋଲସୋନାରୋ ବାମପନ୍ଥି ନେତା ଲୁଇଜ ଇନାସିୟୋ ଲୁଲା ଡା ସିଲଭାଙ୍କ ଠାରୁ ପରାସ୍ତ ହୋଇଥିଲେ । ବେଶ କିଛିଦିନ ହେବ ବୋଲସୋନାରୋ ତାଙ୍କ ପରାଜୟକୁ ସ୍ୱୀକାର କରିପାରୁ ନ ଥିଲେ । ଏପଟେ ତାଙ୍କ ସମର୍ଥକ ବି ଲୁଲାଙ୍କୁ ବିରୋଧ କରୁଥିଲେ ।

ଲୁଲା ଡା ସଲଭାଙ୍କ ଶପଥ ଗ୍ରହଣ ସମାରୋହ ଏକ କାର ପରେଡ, ସଙ୍ଗିତ ପ୍ରଦର୍ଶନ ଓ ୱର୍କର୍ସ ପାର୍ଟି(ପିଟି)ର ସଦସ୍ୟଙ୍କ ଭାଷଣ ସହ ଆରମ୍ଭ ହୋଇଥିଲା । କାର୍ଯ୍ୟକ୍ରମକୁ ବୋଲସୋନାରୋଙ୍କ ସମର୍ଥକଙ୍କ ଦ୍ୱାରା ହିଂସାର କଥିତ ଧମକ ପରେ ସୁରକ୍ଷା ମଧ୍ୟରେ ଆୟୋଜିତ କରାଯାଇଥିଲା । ଏହାପରେ ସେ ଜନତାଙ୍କୁ ସମ୍ବୋଧିତ କରିଥିଲେ ।

ଲୁଲା ସଦନରେ ଏକ ଭାଷଣରେ କହିଥିଲେ ଆମେ ବ୍ରାଜିଲର ପୁନଃନିର୍ମାଣ କରିବୁ । ଯାହା ଏହି ରାଷ୍ଟ୍ର ନିକଟରେ ହରାଇଛି ଏହାକୁ ପୁଣିଥରେ ଠିଆ କରାଇବୁ, ଆମେ ଆମର ସମସ୍ତ ପ୍ରୟାସକୁ ନିର୍ଦ୍ଦେଶିତ କରିବାକୁ ଯାଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri