ସହଧର୍ମିଣୀଙ୍କ ସମ୍ପର୍କରେ ପ୍ରଶ୍ନ କରିବାରୁ ଖବରଦାତାଙ୍କୁ ମାରିବାକୁ ଧମକ ଦେଲେ ରାଷ୍ଟ୍ରପତି

ବ୍ରାସିଲିୟା,୨୪।୮: ବ୍ରାଜିଲ ରାଷ୍ଟ୍ରପତି ଜେୟର ବୋଲସୋନାରେ ଏବେ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ଜଣେ ଖବରଦାତା ରାଷ୍ଟ୍ରପତିଙ୍କ ସହଧର୍ମିଣୀଙ୍କ ସମ୍ପର୍କରେ କିଛି ପ୍ରଶ୍ନ କରିବାରୁ ଜେୟର ବୋଲସୋନାରେ ରାଗିଯାଇ ଉକ୍ତ ଖବରଦାତାଙ୍କୁ ମାରିବାକୁ ଧମକ ଦେଇଥିଲେ। ସୂଚନାଯୋଗ୍ୟ,ରାଷ୍ଟ୍ରପତିଙ୍କ ସହଧର୍ମିଣୀ ଏକ ଭ୍ରଷ୍ଟାଚାର ମାମଲାରେ ଯୋଡି ହୋଇଥିବା ଜଣାପଡିଛି। ଏହାକୁ ନେଇ ଖବରଦାତା ଜଣଙ୍କ ପ୍ରଶ୍ନ କରିବାରୁ ଜେୟର ବୋଲସୋନାରେ କହିଥିଲେ ତୁମ ମୁହଁକୁ ବିଧା ମାରିବାକୁ ଇଚ୍ଛା ହେଉଛି। ବ୍ରାସିଲିଆରେ ମେଟ୍ରୋପଲିଟାନ କ୍ୟାଥେଡରଲରେ ଏକ ସପ୍ତାହିକ ବୈଠକରେ ଖବରଦାତାଙ୍କ ସହ କଥା ହେଉଥିବା ସମୟରେ ରାଷ୍ଟ୍ରପତିଙ୍କ ଏଭଳି ଉତ୍ତର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏହାପରେ ଖବରଦାତାମାନେ ବିରୋଧ କରିବା ଆରମ୍ଭ କରି ଦେବାରୁ ରାଷ୍ଟ୍ରପତି ଜେୟର ବୋଲସୋନାରେ ସେଠାରୁ ଚୁପ୍‌ଚାପ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri