ବ୍ରାଜିଲରେ ହିଂସାର ଗୋଟିଏ ଦିନ ପରେ ବିଗିଡିଲା ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା, ଆମେରିକା ହସ୍ପିଟାଲରେ ଭର୍ତ୍ତି

ବ୍ରାସିଲିଆ,୧୦ ।୧: ବ୍ରାଜିଲର ଧୁର-ଦକ୍ଷିଣପନ୍ଥୀ ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋଙ୍କ ପେଟରେ ଯନ୍ତ୍ରଣା ହେବାରୁ ତାଙ୍କୁ ଆମେରିକାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବତନ ରାଷ୍ଟ୍ରପତି ବୋଲସୋନାରୋଙ୍କ ପତ୍ନୀ କହିଛନ୍ତି ତାଙ୍କ ସମର୍ଥକଙ୍କ ପକ୍ଷରୁ ବ୍ରାସିଲିଆରେ ହିଂସା ହେବାର ଗୋଟିଏ ଦିନ ପରେ ବୋଲସୋନାରୋଙ୍କର ଫ୍ଲୋରିଡାର ଏକ ହସ୍ପିଟାଲରେ ଚିକିତ୍ସା ଚାଲିଛି । ବ୍ରାଜିଲର ଓ ଗ୍ଲୋବେ ଖବରକାଗଜ କହିଛି, ବୋଲସୋନରୋଙ୍କୁ ଫ୍ଲୋରିଡାର ଔରଲ୍ୟାଣ୍ଡ ବାହାର ଏଡଭେଣ୍ଟହେଲ୍‌ଥ ସେଲିବ୍ରେଶନ ଏକ୍ୟୁଟ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଜାୟର ବୋଲସୋନାରୋଙ୍କ ସହଧର୍ମିଣୀ ମିଶେଲ ବୋଲସୋନାରୋ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ବୋଲସୋନାରୋ ୨୦୧୮ରେ ହୋଇଥିବା ଆକ୍ରମଣ ପରେ ପେଟରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ହେଲେ ହସ୍ପିଟାଲ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟକୁ ନେଇ କୌଣସି ସୂଚନା ଦିଆଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?