କ୍ୟାଟଓ୍ବାକ୍‌ରେ ଚାଲିବା ବେଳେ ମଡେଲଙ୍କ ମୃତ୍ୟୁ

ସାଓ ପାଉଲୋ,୨୮।୪: ସାଓ ପାଉଲୋ ଫ୍ୟାଶନ୍‌ ଓ୍ବିକ୍‌ରେ ଭାଗ ନେଇଥିବା ଜଣେ ବ୍ରାଜିଲିୟନ୍‌ ମଡେଲ କ୍ୟାଟ୍‌ଓ୍ବାକ୍‌ରେ ଚାଲିବା ସମୟରେ ହଠାତ୍‌ ପଡିଯାଇଥିଲେ। ତାଙ୍କୁ ତୁରନ୍ତ ମେଡିକାଲ୍‌ ସୁବିଧା ଯୋଗାଇ ଦିଆଯାଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଟେଲେସ୍‌ ସୋରେସ୍‌ ନାମକ ଏହି ମଡେଲ ଓକ୍‌ସା ଶୋ’ରେ ଚାଲୁଥିବା ସମୟରେ ହଠାତ୍‌ କୋଲାପ୍ସ ହୋଇଯାଇଥିବା କୁହାଯାଉଛି। ୨୬ ବର୍ଷୀୟ ଏହି ମଡେଲଙ୍କ ମୃତ୍ୟୁ ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri