ସେନା ମୁଖ୍ୟଙ୍କୁ ବରଖାସ୍ତ କଲେ ବ୍ରାଜିଲ ରାଷ୍ଟ୍ରପତି ଲୁଲା, ବୋଲସନାରୋ ସମର୍ଥକଙ୍କ ହଙ୍ଗାମା ପରେ ନିଆଯାଇଛି ନିଷ୍ପତ୍ତି

ବ୍ରାସିଲିୟା,୨୨ ।୧: ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନସିୟୋ ଲୁଲା ଡା ସିଲଭା ଶନିବାର ଦେଶର ସେନା ମୁଖ୍ୟ, ଜୁଲିୟୋ ସିଜର ଡି ଅରୁଡାଙ୍କୁ ସେନା ମୁଖ୍ୟ ପଦରୁ ବରଖାସ୍ତ କରିଛନ୍ତି । ଶନିବାର ରାଜଧାନୀରେ ହୋଇଥିବା ହିଂସକ ପ୍ରଦର୍ଶନ ପରେ ଏହି ନିଷ୍ପତ୍ତି ନିଆଯାଇଛି ।
ଅରୁଡାଙ୍କୁ ବ୍ରାଜିଲ ପୂର୍ବତନ ରାଷ୍ଟ୍ରପତି ଜାୟରା ବୋଲସନାରୋଙ୍କ ସମର୍ଥକଙ୍କ ଦ୍ୱାରା ସରକାରୀ ବିଲଡିଂକୁ କବଜାକୁ ନେବା ମାମଲରେ ବରଖାସ୍ତ କରାଯାଇଛି ।
ବ୍ରାଜିଲର ସଶସ୍ତ୍ର ବଳଙ୍କ ଅଫିସିୟାଲ ୱେବସାଇଟ କହିଛି ଜେନରାଲ ଜୁଲିୟୋ ସିଜର ଡି ଅରୁଡାଙ୍କୁ ସେନା ମୁଖ୍ୟ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ଜନରାଲ ଟମ୍‌ସ ମିଗୁଏଲ ରିବେରୋ ପାଇୱାଙ୍କୁ ନିଯୁକ୍ତ କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହା ପୂର୍ବରୁ ପାଇୱା ଦକ୍ଷିଣ ପୂର୍ବ ସେନା କମାଣ୍ଡର ମୁଖ୍ୟଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri