ବ୍ରାଜିଲରେ ରେକର୍ଡ କଲା କରୋନା

ରିଓ ଡି ଜେନେରିଓ,୨୮ ।୧: ବିଶ୍ୱର କିଛି ଦେଶରେ କରୋନା ପିକରେ ଥିବା ବେଳେ କିଛି ଦେଶରେ ଏହାର ଗ୍ରାଫ ତଳମୁହାଁ ହୋଇଛି । ହେଲେ ବ୍ରାଜିଲରେ କରୋନା ସଂକ୍ରମଣ ଏବେ ରେକର୍ଡ କରିଛି । ୨୪ ଘଣ୍ଟା ମଧ୍ୟରେ ବ୍ରାଜିଲରେ ସର୍ବାଧିକ ୨,୨୮,୯୫୪ ଅର୍ଥାତ୍ ୨୪,୭ ମିଲିୟନରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଏକ ରେକର୍ଡ ବୋଲି କହିଛି ବ୍ରାଜିଲ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ମୃତ୍ୟୁ ସଂଖ୍ୟା ବି ସେହି ଅନୁପାତରେ ବୃଦ୍ଧି ପାଇଛି । ବ୍ରାଜିଲ ବର୍ତ୍ତମାନ ଓମିକ୍ରନ୍ ସଂକ୍ରମଣ ପରେ ଏକ ନୂଆ ଲହର ମଧ୍ୟ ଦେଇ ଗତି କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri