ବ୍ରାଜିଲ ରାଷ୍ଟ୍ରପତିଙ୍କୁ କରୋନା

ସାଓ ପାଉଲୋ,୭।୭: ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ କରୋନା ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ପରୀକ୍ଷା ରିପୋର୍ଟରେ ତାଙ୍କର ପଜିଟିଭ୍‌ ଆସିଛି। ରବିବାର ତାଙ୍କୁ ସାମାନ୍ୟ ଜ୍ୱର ଆସିବା ପରେ ସେ କରୋନା ପରୀକ୍ଷା କରିଥିଲେ। ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି। ଏଠାରେ ସୂଚନାଯୋଗ୍ୟ ଯେ, ଆମେରିକା ପରେ ବ୍ରାଜିଲ ବିଶ୍ୱର ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଦେଶ ଭାବେ ଉଭାହୋଇଛି। ଏଠାରେ ୧୬.୨୮ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୬୫,୬୩୧ ଜଣଙ୍କ ଜୀବନ ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ...

ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ...

ନିର୍ବାଚନ ଘୁଞ୍ଚାଇବାକୁ ଟ୍ରମ୍ପ୍‌ଙ୍କ ପ୍ରସ୍ତାବ

ଓ୍ବାଶିଂଟନ, ୩୧ା୭:ମେଲ୍‌ ଜରିଆରେ ଭୋଟ ହେଲେ ଜାଲିଆତି ସମ୍ଭାବନା ଥିବା ଆଶଙ୍କା କରି ନଭେମ୍ବର ମାସରେ ହେବାକୁ ଥିବା ନିର୍ବାଚନ ଘୁଞ୍ଚାଇବା ପାଇଁ ଆମେରିକା ରାଷ୍ଟ୍ରପତି...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ନୃତ୍ୟ ଗୋପାଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୩।୮: ଦେଶରେ କରୋନା ପଜିଟିଭ୍‌ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୨୪ ଲକ୍ଷରେ ପହଞ୍ଚିିଲାଣି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ...

ଏହି ଦେଶର ମିସ୍‌ ୱାର୍ଲଡ ମୁକୁଟ ପିନ୍ଧିଲେ…

ନୂଆଦିଲ୍ଲୀ: ମିସ୍‌ ୱାର୍ଲଡ ଆମେରିକା -୨୦୨୧ର ମୁକୁଟ ପାଇଁ ଜଣେ ଭାରତୀୟ-ଆମେରିକୀୟ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ  ଶ୍ରୀସାଇନି।  ଭାରତରେ ଜନ୍ମ ହୋଇଥିଲେ ମଧ୍ୟ ...

କରୋନା କବଳରେ ଦେଶର ୯୮ ପ୍ରତିଶତ ଅଞ୍ଚଳ: ରିପୋର୍ଟ

ଲଣ୍ଡନ/ଓ୍ବାଶିଂଟନ,୧୭।୭: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରି ସାରିଲାଣି।...

ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ଦକ୍ଷିଣ-ପୂର୍ବ ଏସିଆ…

ଓ୍ବାଶିଂଟନ,୨୪।୮: ପୃଥିବୀର ଭବିଷ୍ୟତ ନିର୍ଦ୍ଧାରଣ କ୍ଷେତ୍ରରେ ଦକ୍ଷିଣ-ପୂର୍ବ ଏସିଆ ଏବଂ ଭାରତ ମହାସାଗର-ପ୍ରଶାନ୍ତ ମହାସାଗର ଅଞ୍ଚଳ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମେରିକା ଉପରାଷ୍ଟ୍ରପତି କମଲା...

Advertisement
Archives

Model This Week