ପାକିସ୍ତାନରେ ଖାଇବାକୁ ମିଳିବନି ରୁଟି: ଗହମ କିଲୋ ଟପିଲା ୬୦

ଇସଲାମାବାଦ, ୭।୧୦: ଆଗକୁ ପାକିସ୍ତାନରେ ଲୋକଙ୍କୁ ଖାଇବାକୁ ରୁଟି ମିଳିବନି। ଏନେଇ ଏବେ ଆଶଙ୍କା ସୃଷ୍ଟି ହୋଇଛି। ଦେଶରେ ଇତିମଧ୍ୟରେ ଗହମ କିଲୋ ପିଛା ଦାମ ୬୦ ଟଙ୍କା ଟପିଛି। ଗହମ ଦାମ ଅତୀତର ସମସ୍ତ ରେକର୍ଡ ଭାଙ୍ଗିଥିବା କୁହାଯାଉଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଗହମ ଦାମ କିଲୋ ପିଛା ୪୦ ଟଙ୍କା ମଧ୍ୟରେ ସୀମିତ ରଖିବାକୁ ପ୍ରୟାସ କରିଥିଲେ ବି ଏହା ବିଫଳ ହୋଇଛି। ଏନେଇ ଲୋକଙ୍କ ମଧ୍ୟରେ ସରକାରଙ୍କ ପ୍ରତି ଅସନ୍ତୋଷ ବଢ଼ିବାରେ ଲାଗିଛି। ଗହମ ଦାମ ବୃଦ୍ଧି ନେଇ ଖାଦ୍ୟଶସ୍ୟ ସଂଘ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ପାଣ୍ଠି ଯୋଗାଇଦେବାର ଦାବି କରିଛନ୍ତି। ଯାହାଦ୍ୱାରା ଠିକ୍‌ ସମୟରେ ଫସଲ ଅମଳ କରାଯାଇ ପାରିବ। ତେବେ ଏନେଇ ଇମ୍ରାନ୍‌ଙ୍କ ସରକାର କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଦାବ ବଢୁଥିବାରୁ ଲୋକଙ୍କ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈନ୍ୟ ବାହିନୀ ଗାଡ଼ି ଉପରକୁ ଗୁଳିମାଡ଼: ୨ ମୃତ

କାବୁଲ,୨।୧୨: ଆଫଗାନୀସ୍ତାନ କାବୁଲରେ ଏକ ସୈନ୍ୟ ବାହିନୀ ଗାଡ଼ି ଉପରକୁ ଜଣେ ଅଜଣା ବନ୍ଧୁକଧାରୀ ଆଖିବୁଜା ଗୁଳି ମାଡ଼ କରିଛନ୍ତି। ଏଥିରେ ୨ ଜଣଙ୍କ ମୃତ୍ୟୁ...

ନିର୍ବାସିତ ଚାଇନା ବ୍ୟବସାୟୀ ଗୁଓ ୱେଙ୍ଗୁଇ ଗିରଫ

ବେଜିଂ,୧୬ ।୩: ପଳାତକ ତଥା ନିର୍ବାସିତ ଚାଇନା ବ୍ୟବସାୟୀ ଗୁଓ ୱେଙ୍ଗୁଇଙ୍କୁ ବୁଧବାର(ସ୍ଥାନୀୟ ସମୟ) ନୁ୍ୟୟର୍କରୁ ଗିରଫ କରାଯାଇଛି । ଗୁଓ ୱେଙ୍ଗୁଇ ତାଙ୍କର ହଜାର...

ଇରାନ କ୍ଷେପଣାସ୍ତ୍ର ପାଇଁ ଆମେରିକା ଚିନ୍ତିତ

ତେହରାନ,୯ା୨: ୨୦୧୫ ପରମାଣୁ ଚୁକ୍ତିନାମାକୁ ରକ୍ଷା କରିବାକୁ ଯାଇ ଭିଏନାରେ ଆମେରିକା ସହ ଆଲୋଚନା ଆରମ୍ଭ ହେବାର ଗୋଟିଏ ଦିନ ପରେ ଇରାନ ଏକ ନୂତନ...

ବିପର୍ଯ୍ୟୟ ପଥରେ ବିଶ୍ୱ

ବର୍ଲିନ,୧୯ା୯: ସବୁଜଗୃହ ବାଷ୍ପ (ଗ୍ରୀନ୍‌ହାଉସ୍‌ ଗ୍ୟାସ୍‌) ଉତ୍ସର୍ଜନ ହ୍ରାସ ପାଇଁ ଦେଶଗୁଡ଼ିକ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇପାରୁନାହିଁ। ଏହାର ପରିଣତି ସ୍ବରୂପ ଆମେ ଏକ ଉତ୍ତପ୍ତ...

ଗୋଟିଏ ଦିନରେ ୩୮୫ ତାଲିବାନ ଆତଙ୍କବାଦୀ ମୃତ, ୨୧୦ ଆହତ…

କାବୁଲ,୭।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ଗୋଟିଏ ଦିନରେ ସୈନ୍ୟ ବାହିନୀର ଦୃଢ଼ କାର୍ଯ୍ୟାନୁଷ୍ଠାନରେ ୩୮୫...

ନଭେମ୍ବରରେ ଶାହବାଜଙ୍କ ଚାଇନା ଗସ୍ତ,ଋଣ ପରିଶୋଧ କୋହଳ ପାଇଁ ଅନୁରୋଧ କରିବ ପାକିସ୍ତାନ…

ଇସଲାମାବାଦ,୨୦।୧୦ : ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଚାଇନା ଗସ୍ତ କରିବେ। ପାକିସ୍ତାନ ସରକାରର ମନ୍ତ୍ରୀ ଅହସାନ ଇକବାଲ ଇସଲାମାବାଦରେ ଗଣମାଧ୍ୟମକୁ ସୂଚନା ଦେଇ...

୨୩୧ ବର୍ଷର ବନ୍ଧୁକ ସଂସ୍କୃତି, ନିୟନ୍ତ୍ରଣ କରିବାରେ ସରକାର ବିଫଳ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ଗୁଳିକାଣ୍ଡ ଥମିବାର ନା ଧରୁନି। ଦେଶରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଏଭଳି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ...

୩ ବର୍ଷ ପରେ ଏକାଠି ହେଲେ କତାର-ସୌଦି-ୟୁଏଇ…

ରିୟାଦ୍‌,୧୯।୯: କତାର, ସୌଦି ଆରବ ଏବଂ ୟୁଏଇ ମଧ୍ୟରେ ଗତ ୩ ବର୍ଷ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଛି। ଶେଷରେ ୩ ଦେଶର...

Advertisement
Archives

Model This Week